ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର,ଅଭିଭାବକ

ଭେଡ଼େନ,୨୫।୧୦(ଡି.ଏନ୍‌.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ବଡ଼ପିପିଲିପାଲି ନୋଡାଲ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ଶୁକ୍ରବାର ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନ ଥିବା, ବିଜ୍ଞାନ ଆଦି ପାଠ ଠିକ୍‌ ଭାବେ ପଢ଼ା ହେଉ ନ ଥିବା ତଥା ଅନ୍ୟ ଶିକ୍ଷକ ମାନେ ପାଠପଢ଼ାରେ ଅବହେଳା କରୁଥିବା ପ୍ରତିବାଦରେ ଏହି ଧାରଣା ଦିଆଯାଇଛି। ଖବରପାଇ ବ୍ଲକ ଏବିିଇଓ ଅଭିମନ୍ୟୁ ଭୋଇ, ସିଆରସିସି ପଞ୍ଚାନନ ଭୁଏ, ଅନ୍ତର୍ଯ୍ୟାମୀ ଦୋରା ପ୍ରମୁଖ ଘଟଣାସ୍ଥଳକୁ ଯାଇ ଆଲୋଚନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିରଳ ଦୃଶ୍ୟ: ବଦ୍ରିଙ୍କ ହାତ ନେଇ ମୁଣ୍ଡରେ ରଖି ଆଶୀର୍ବାଦ ଲୋଡ଼ିଲେ ସୌମ୍ୟ

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଏବଂ ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ହେଭିଓ୍ବେଟ୍‌ ନେତାମାନେ ନାମାଙ୍କନ ଦାଖଲ କରିଛନ୍ତି। ଘସିପୁରା ପାଇଁ ବିଜେଡି ବିଧାୟକ...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ବଦ୍ରି, ଅଭିମନ୍ୟୁ, ଶମ୍ଭୁନାଥ, ସୌମ୍ୟଙ୍କ ନାମାଙ୍କନପତ୍ର ଦାଖଲ

ହାଟଡିହୀ/ସୋସୋ,୬ା୫(ଶୁଭକାନ୍ତ ନାୟକ/ସତ୍ୟବ୍ରତ ଜେନା): କେନ୍ଦୁଝର ଜିଲା ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଏବଂ ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri