କୁସୁମୀ ନଦୀର ପ୍ରବଳ ସ୍ରୋତରେ ଭାସିଯାଇ ଯୁବକ ନିଖୋଜ

ଖଣ୍ଡପଡ଼ା,୨୬ା୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କୁସୁମୀ ନଦୀରେ ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ଜଳ ପତନ ବୃଦ୍ଧିପାଇଛି। ନଦୀର ପ୍ରବଳ ସ୍ରୋତରେ ଖଣ୍ଡପଡ଼ା ସହରାଞ୍ଚଳ ୪ନଂ. ୱାର୍ଡ ମାଳିସାହିର ଶୁଧାଂସୁ ଶେଖର ମହାପାତ୍ର(୩୩) ଶନିବାର ଭାସିଯାଇ ନିଖୋଜ ଥିବା ଜଣାପଡିଛି। ଘଟଣା ପ୍ରଘଟ ହେବା ପରେ ଖଣ୍ଡପଡା ଓ ଭାପୁର ଅଗ୍ନିଶମ କର୍ମଚାରୀ ପୂର୍ବାହ୍ନ ୯ଟାରୁ ଉଦ୍ଧାର କାର୍ଯ୍ୟରେ ଲାଗିଥିବା ଜଣାପଡିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ଶୁଧାଂସୁଙ୍କର ସନ୍ଧାନ ମିଳି ନ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ହିଂସା, ଢାକା ସମେତ ଅନେକ ସହରରେ ହଙ୍ଗାମା

ନୂଆଦିଲ୍ଲୀ,୧୯ା୧୨: ବାଂଲାଦେଶରେ ଜୁଲାଇ ବିଦ୍ରୋହର ଜଣେ ପ୍ରମୁଖ ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦି ଛଅ ଦିନ ଧରି ଜୀବନ ସହିତ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri