Posted inଖେଳ

ଫେଡରରଙ୍କୁ ୧୦ମ ସୁଇସ୍‌ ଇନ୍‌ଡୋର୍ସ ଟାଇଟଲ

ବାସେଲ(ସୁଇଜରଲାଣ୍ଡ), ୨୮।୧୦- କିମ୍ବଦନ୍ତୀ ଟେନିସ ଖେଳାଳି ରୋଜର ଫେଡରର ରେକର୍ଡ ୧୦ମ ଥର ପାଇଁ ସୁଇସ୍‌ ଇନ୍‌ଡୋର୍ସ ଟାଇଟଲ ହାତେଇଛନ୍ତି। ରବିବାର ଖେଳାଯାଇଥିବା ଫାଇନାଲରେ ଫେଡରର ୬-୨, ୬-୨ ଅଷ୍ଟ୍ରେଲିଆର ଆଲେକ୍ସ ଡେ ମିନାରଙ୍କୁ ହରାଇ ଦେଇଛନ୍ତି। ସର୍ବାଧିକ ୨୦ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ମ୍ୟାଚ୍‌ ଆରମ୍ଭରୁ ହିଁ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲେ। ପ୍ରତିପକ୍ଷ ଖେଳାଳି ଉଦ୍ୟମ କରିଥିଲେ ମଧ୍ୟ ଫେଲ୍‌ ମାରିଥିଲେ। ୩୮ ବର୍ଷୀୟ ଫେଡରରଙ୍କ କ୍ୟାରିୟରର ଏହା ୧୦୩ତମ ଟାଇଟଲ। ୧୦ମ ସୁଇସ୍‌ ଟାଇଟଲ ଜିତିବା ପରେ ଭାବବିହ୍ବଳ ଫେଡରର କହିଥିଲେ, ଏହା ମୋ ପାଇଁ ଅବିଶ୍ୱସନୀୟ ସଫଳତା। ଏଠାରେ ମୁଁ ଦିନେ ବଲ ବୟ ଭାବେ କାର୍ଯ୍ୟ କରୁଥିଲି। ଏବେ ଏଠାରେ ସର୍ବାଧିକ ସଂଖ୍ୟକ ଟାଇଟଲ ଜିତିଥିବା ଖେଳାଳି ହୋଇପାରିଥିବାରୁ ନିଜକୁ ଗର୍ବିତ ଅନୁଭବ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri