ଦିଗପହଣ୍ଡିରେ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ ପାଳିତ

ଦିଗପହଣ୍ଡି,୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ କବିସୂର୍ଯ୍ୟ କଲ୍ୟାଣ ମଣ୍ଡପ ପରିସରରେ ଗୁରୁବାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ ମହାସମାରୋହରେ ପାଳିତ…

୭ରୁ ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ, ଏଥର ମହିଳା ଆଇନଜୀବୀଙ୍କ ପାଇଁ ରହିଛି…

ଭଞ୍ଜନଗର,୫ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ ମାର୍ଚ୍ଚ ୨୮ରେ ହେବ। ଏଥିପାଇଁ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ସମୟ ଧାର୍ଯ୍ୟ ହୋଇଛି। ୧୧ ତାରିଖରେ ଯାଞ୍ଚ…

ଗାଁ ଯାତ୍ରା ଦେଖିବାକୁ ଭଉଣୀକୁ ଆଣିବା ପାଇଁ ଯାଇଥିଲେ ଭାଇ, ରାସ୍ତାରେ ଛକିଥିଲା ଯମ, ଘଟିଲା…

ପରଜଙ୍ଗ,୫ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ଭାଲୁମୁଣ୍ଡା-ଆଲୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର କୁମୁସିସ୍ଥିତ ମାଧିଆ ରଗୁଡ଼ି ପାଖରେ ଅନୁଗୋଳରୁ ପଣ୍ଡୁଆ ଯାଉଥିବା ସୋନି ନାମକ ଏକ ଘରୋଇ ବସ୍‌…

ନୀତୀଶଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଭାଜପା ଖେଳିବ ‘ସରପ୍ରାଇଜ କାର୍ଡ’, ଜାଣନ୍ତୁ ଏଥିରେ କିଏ ହେବେ ସାମିଲ

ନୂଆଦିଲ୍ଲୀ,୫।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ରାଜ୍ୟ ସଭା ପ୍ରାର୍ଥୀତ୍ୱ ଘୋଷଣା ପରେ, ବିହାର ରାଜନୀତିରେ ଏକ ନୂତନ ଯୁଗର ଆରମ୍ଭ ହେବା ନେଇ ଆଲୋଚନା ଜୋର ଧରିଛି। ରାଜନୈତିକ ମହଲରେ ଏବେ ସବୁଠାରୁ ବଡ଼…

ଭୁଲ୍ ଚିକିତ୍ସା ଯୋଗୁ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ, ଡାକ୍ତର ଇଞ୍ଜେକ୍ସନ ଦେବା ପରେ ଦେହ କଳା…..

ବୌଦ୍ଧ,୫।୩( ଅଜିତ କୁମାର ବାରିକ): ଡାକ୍ତରଙ୍କ ଭୁଲ୍ ଚିକିତ୍ସା ଯୋଗୁଁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଏଭଳି ଏକ ସାଂଘାତିକ ଅଭିଯୋଗ ଆସିଛି ବୌଦ୍ଧ ଜିଲାରୁ । ଏହି ଘଟଣାକୁ ନେଇ ହସ୍ପିଟାଲରେ…

ଦିଗପହଣ୍ଡିରେ ନିର୍ମାଣ ହେବ ଶ୍ରୀଜଗନ୍ନାଥଙ୍କ ମନ୍ଦିର, ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରି…

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତାର ଚାଞ୍ଚଡ଼ାପଲ୍ଲୀ ଛକରେ ଶ୍ରୀଜଗନ୍ନାଥଙ୍କ ନୂଆ ମନ୍ଦିର ନିର୍ମାଣ ନିମନ୍ତେ ଚୈତ୍ର କୃଷ୍ଣପକ୍ଷ ଦ୍ୱିତୀୟା ଗୁରୁବାର ମଧ୍ୟାହ୍ନରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ…

ଭାଜପା ଚାଲ୍‌ରେ ଫସିଗଲେ ନୀତୀଶ: ୪ ମାସ ଭିତରେ ବଦଳିଗଲା ସବୁ ଅଙ୍କ

ପାଟନା,୫।୩: ୨୦୨୫ ବିହାର ବିଧାନସଭା ନିର୍ବାଚନ ସମୟରେ ରାଜଧାନୀ ପାଟନା ସମେତ ବିଭିନ୍ନ ଜିଲାରେ ନୀତୀଶ କୁମାରଙ୍କ ଫଟୋ ଥିବା ପୋଷ୍ଟର ଦେଖାଯାଇଥିଲା। ଏହାର ଅର୍ଥ ହେଉଛି ନୀତୀଶ କୁମାର ୨୦୨୫ ରୁ ୨୦୩୦ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିବେ। କିନ୍ତୁ ରାଜନୀତି…

ରାଜ୍ୟ ସଭା ପାଇଁ ନାମାଙ୍କନ ଭରିଲେ ନୀତୀଶ କୁମାର, ଉପସ୍ଥିତ ଥିଲେ ଅମିତ ଶାହା

ପାଟନା,୫।୩: ବିହାରର ୧୦ ଥର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବା ନୀତୀଶ କୁମାର ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଏନଡିଏର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ…

ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର, ପାଖରେ ଅଛନ୍ତି ନବୀନଙ୍କ ସହ…

ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍‌ର ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ ବିଜେଡି ଏବଂ…

ପଶ୍ଚାତାପ କରିବ ଆମେରିକା, ଇରାନର ବୈଦେଶିକ ମନ୍ତ୍ରୀ କହିଲେ ଏହି ଆକ୍ରମଣ…

ତେହରାନ,୫ା୩: ଶ୍ରୀଲଙ୍କାର ଦକ୍ଷିଣ ଉପକୂଳରେ ଆମେରିକାର ବୁଡ଼ାଜାହାଜ ଆକ୍ରମଣ କରି ଏକ ଇରାନୀ ଜାହାଜକୁ ବୁଡ଼ାଇ ଦେଇଛି। ଏହି ଆକ୍ରମଣରେ ୮୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରେଭ ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ଆମେରିକାକୁ ଏକ…

ରାଜ୍ୟ ସଭା ଯିବେ ନୀତୀଶ କୁମାର: ନିଜେ କଲେ ଘୋଷଣା, ପୁଅ ହେବେ…

ପାଟନା,୫।୩:ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାରେ ପ୍ରବେଶ କରିବାକୁ ତାଙ୍କର ଇଚ୍ଛା ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆରେ କହିଛନ୍ତି, ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ନିରନ୍ତର ଭାବରେ ଲୋକଙ୍କର ବିଶ୍ୱାସ ଏବଂ ସମର୍ଥନ ବଜାୟ ରଖିଛି। ସେହି ଶକ୍ତିରେ,…

ଆଜି ଓଡ଼ିଶା ଆସିବେ ଅମିତ ଶାହା: ରାଜ୍ୟ ଭାଜପାର ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର, ୫ା୩:କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଆଜି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଶାହା ଆଜି ସନ୍ଧ୍ୟାରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ବେ। ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫ୍‌ର ପ୍ରତିଷ୍ଠା ଦିବସ…

ନାମାଙ୍କନ ପୂର୍ବରୁ ଭାବବିହ୍ବଳ ହେଲେ ଦିଲୀପ ରାୟ: ବିଜୁ ପଟ୍ଟନାୟକଙ୍କୁ ନେଇ କହିଦେଲେ ବଡ଼ କଥା

ଭୁବନେଶ୍ୱର,୫।୩: ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ ଯିବେ। ଭାଜପା ପକ୍ଷରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଥିବାବେଳେ…

ଇରାନ-ଆମେରିକା ଯୁଦ୍ଧରେ ଭାରତର ଏଣ୍ଟ୍ରି! ଭାରତର ନୌସେନା ଘାଟିରେ ବଡ଼…

ନୂଆଦିଲ୍‌ଲୀ,୫।୩: ଇରାନ-ଆମେରିକା-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଘନେଇବାରେ ଲାଗିଛି। ଏହି ଭିତରେ ଅନେକ ଦେଶ ଯୁଦ୍ଧକୁ ସମର୍ଥନ କରୁଥିବା ଦେଖିବାକୁ ମିଳିଛି। କୁହାଯାଉଛି ଭାରତ ମଧ୍ୟ ଯୁଦ୍ଧରେ ସାମିଲ୍‌ ହୋଇଛି। ଭାରତ ନିଜ ବନ୍ଦରକୁ ବ୍ୟବହାର କରିବାକୁ ଆମେରିକାକୁ ଦେଇଛି।…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଇରାନ ବିରୋଧରେ ଯୁଦ୍ଧକୁ ଡେଇଁଲା ଭାରତର ଏହି ବନ୍ଧୁରାଷ୍ଟ୍ର…

ନୂଆଦିଲ୍ଲୀ,୫।୩: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଆଗାମୀ ଦିନରେ ଇରାନ କ୍ଷେପଣାସ୍ତ୍ର ଘାଟି ବିରୋଧରେ ଆମେରିକାର ଆକ୍ରମଣରେ ବ୍ରିଟେନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରେ। ପ୍ରାରମ୍ଭିକ ଦ୍ୱିଧା ଦୂର କରି, ଲଣ୍ଡନ ୱାଶିଂଟନର ପୂର୍ଣ୍ଣ ସମର୍ଥନକୁ ସଙ୍କେତ ଦେଇଛି। ଦି ଗାର୍ଡିଆନ…

ଆଜି ରାଜ୍ୟ ସଭା ପାଇଁ ନାମାଙ୍କନ: ୫ ପ୍ରାର୍ଥୀ କରିବେ ଦାଖଲ

ଭୁବନେଶ୍ୱର,୫।୩: ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ ଯିବେ। ଭାଜପା ପକ୍ଷରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଥିବାବେଳେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri