ପୁରୀ ଅଫିସ,୩୦।୧୦: ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଲିନୀ ପଣ୍ଡିତ ବୁଧବାର ପୁରୀ ଜିଲା ଗସ୍ତ କରିଛନ୍ତି। ଏହି ଅବସରରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତି ଓ ଶିଶୁ ଯତ୍ନ କେନ୍ଦ୍ର(ଏମ୍ସିଏଚ୍) ପରିଦର୍ଶନ କରିଥିଲେ। ଶିଶୁ ୱାର୍ଡ, ପ୍ରସୂତି ୱାର୍ଡ, ଅପରେସନ ଗୃହ, ଏସ୍ଏନ୍ସିୟୁ ଓ ଗର୍ଭବତୀ ମହିଳା ୱାର୍ଡ ପରିଦର୍ଶନ କରିଥିଲେ। ରୋଗୀଙ୍କ ସ୍ବାସ୍ଥ୍ୟବସ୍ତା ବୁଝିବା ସହ ରୋଗୀଙ୍କୁ ଦିଆଯାଉଥିବା ଚିକିତ୍ସା ସମ୍ବନ୍ଧରେ ପଚାରି ବୁଝିଥିଲେ। ଏହି ଅବସରରେ ତାଙ୍କ ସହ ଏଡିଏମ୍ଓ(ମେଡିକାଲ) ଉମାପଦ ବିଶ୍ୱାଳ, ଡିପିଏମ୍ ଟି.ତେଜେଶ୍ୱର ରାଓ, ମେଡିକାଲ ମ୍ୟାନେଜର ସଂଘମିତ୍ରା ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ପୁରୀ View All
ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ
ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାଣି ସିଆର୍ପିଏଫ୍ କ୍ୟାମ୍ପରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...
ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା
ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର...
ପାଣି ଆଣିବାକୁ ଯାଇ ହାତୀ ହାବୁଡରେ ପଡ଼ିଲେ, ଦୌଡୁଥିଲେ ହେଲେ…
ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୋଲଡି ନୂଆଁସାହିରେ ଶୁକ୍ରବାର ଅପରାହ୍ନରେ ହାତୀଆକ୍ରମଣରେ ଜଣେ ମହିଳା ଚାଷୀ ମୃତ୍ୟୁବରଣ କରିଛନ୍ତି। ସେ ହେଲେ...
ଓଏଏସ ଅଧିକାରୀଙ୍କୁ ଭିଜିଲାନ୍ସ ଅଧିକାରୀ କହି ନେଇଗଲେ ୪ ଲକ୍ଷ, ପରେ…
ବଣାଇଁ,୧୨ା୧୨(ପ୍ରଦୀପ ତ୍ରିପାଠୀ): ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କାର୍ଯ୍ୟରତ ଓଏଏସ ଅଫିସରଙ୍କୁ ଭିଜିଲାନ୍ସର ଧମକ ଦେଇ ଲୁଟ ଚଳାଇଥିବା ୨ଜଣଙ୍କୁ ବଣାଇଁ ପୋଲିସ ଶୁକ୍ରବାର ଗିରଫ କରିଛି।...
କଳିଙ୍ଗା ଘାଟି ତଳେ ଭୟଙ୍କର ଦୁର୍ଘଟଣା: ଏପଟେ ପସିଲା ଲୁହା ଛଡ଼, ସେପଟେ ଛିଡ଼ିପଡ଼ିଲା ବିଦ୍ୟୁତ୍ ତାର
ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଲୁହା ଛଡ଼ ବୋଝେଇ ଟ୍ରକ...
ବଳଦ ମାରି ବାଘ ମଲା ,ମାଲିକ ମୁଣ୍ଡରେ ସାଂଘାତିକ ଅଭିଯୋଗ ବୋଳିଥିଲେ…
ବଣାଇଁ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳ କୁସୁମଡ଼ିହି ଖସଡା ଜଙ୍ଗଲରେ ଏକ ମାଇ କଲରାପତ୍ରିଆ ବାଘର ମତ୍ୟୁ ଘଟିଥିବା ଜଣାପଡିଛି । ବାଘଟି ପ୍ରାୟ...
ତଳ ମୁହାଁ ପାରଦ: ଜି.ଉଦୟଗିରିରେ ୩.୧ ଡିଗ୍ରୀ
ଜି.ଉଦୟଗିରି, ୧୨ା୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ଅଞ୍ଚଳରେ ୨ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଲୋକମାନେ ଅସ୍ତବ୍ୟସ୍ତ ହୋଇ ପଡୁଛନ୍ତି। ଜାଡ଼ ଥଣ୍ଡା ସହ...
ଜାତୀୟ ଯୋଗାସନ ପ୍ରତିଯୋଗୀତା ପାଇଁ ୭ ମନୋନୀତ
ଦିଗପହଣ୍ଡି,୧୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୨ ଦିନିଆ ରାଜ୍ୟସ୍ତରୀୟ ବାଳିକା ଯୋଗାସନ...
Archives


