ଭୀମ୍‌ସାରରେ ଏଚ୍‌ଆଇଭି ଆକ୍ରାନ୍ତଙ୍କ ଅସ୍ତ୍ରୋପଚାର ପ୍ରସଙ୍ଗ: ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ

ପୁରୀ ଅଫିସ, ୩୦ା୧୦:ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ଭୀମ୍‌ସାରରେ ଗତ ସୋମବାର ଜଣେ ଏଚ୍‌ଆଇଭି ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା କରାଯାଇଥିଲା। ଦନ୍ତ ବିଭାଗରେ ଏହି ଅସ୍ତ୍ରୋପଚାର ହୋଇଥିଲା। କିନ୍ତୁ ଅସ୍ତ୍ରୋପଚାର ପୂର୍ବରୁ ଓ ପରେ ଜୀବାଣୁ ପ୍ରତିରୋଧ ପାଇଁ ଯେଉଁ ନିୟମ ପାଳନ କରାଯିବା କଥା ତାହା କରାଯାଇ ନ ଥିଲା। ଏହି ଘଟଣାକୁ ନେଇ ମଙ୍ଗଳବାର ଦନ୍ତ ବିଭାଗ ବନ୍ଦ ରହିଥିଲା। ଦନ୍ତ ବିଭାଗ ମୁଖ୍ୟ ଅନୁପ ଶତପଥୀ ଏ ସମ୍ପର୍କରେ ଭୀମ୍‌ସାରର ଅଧ୍ୟକ୍ଷ ବ୍ରଜମୋହନ ମିଶ୍ରଙ୍କୁ ଚିଠି ଲେଖି ଅବଗତ କରାଇଥିଲେ। ଏହାକୁ ନେଇ ବିବାଦୀୟ ପରିସ୍ଥିତି ଉପୁଜିଥିବାବେଳେ ବୁଧବାର ଗଣମାଧ୍ୟମ ସମ୍ମୁଖରେ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ। ମନ୍ତ୍ରୀ କହିଛନ୍ତି, ବୁର୍ଲାରେ ଯାହା ହୋଇଛି ତାହା ନିଶ୍ଚିତ ଏକ ଦୁର୍ଭାଗ୍ୟଜନକ ଘଟଣା। ବିଭାଗ ପକ୍ଷରୁ ଏହାର ତଦନ୍ତ କରାଯାଉଛି। ଏଥିପାଇଁ ଯିଏ ଦୋଷୀ ବୋଲି ପ୍ରମାଣିତ ହେବେ ତାଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ଖେଳିଗଲା ଆତଙ୍କ: ଏହି ଜିଲାରେ ୭୦୦୦ରୁ ଅଧିକ HIV ରୋଗୀ ଚିହ୍ନଟ: ୪୦୦ ଶିଶୁ ପଜିଟିଭ୍‌

ପାଟନା,୧୧।୧୨: ବିହାରର ସୀତାମାଢ଼ି ଜିଲାରୁ ଏକ ଚିନ୍ତାଜନକ ଖବର ଆସିଛି। ଏଚଆଇଭି ପଜିଟିଭ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହା ସ୍ବାସ୍ଥ୍ୟ ବିଭାଗ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

ପିଆଜ, ରସୁଣ ପାଇଁ ଭାଙ୍ଗିଲା ୨୨ ବର୍ଷର ସ୍ତ୍ରୀ-ସ୍ବାମୀ ସମ୍ପର୍କ: ପୂରା ଘଟଣା ଜାଣିଲେ…

ଅହମଦାବାଦ,୧୧ା୧୨:ବିବାହର ୨୨ ବର୍ଷ ପରେ ଗୁଜରାଟର ଏକ ଦମ୍ପତି ସମ୍ପର୍କ ତୁଟାଇ ପରସ୍ପରଠାରୁ ଅଲଗା ହୋଇଛନ୍ତି। ଏହାର କାରଣ ଅନେକଙ୍କୁ ବିସ୍ମିତ କରିଛି। ମହିଳା ଜଣକ...

କେତେ ହ୍ରାସ ପାଇବ ବିରାଟ-ରୋହିତଙ୍କ ଦରମା, ଆସିଲା ବଡ଼ ଅପଡେଟ୍‌, BCCIର ବୈଠକରେ…

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)ର ୩୧ତମ ବାର୍ଷିକ ସାଧାରଣ ବୈଠକ (AGM) ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥର ସବୁଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri