୨୯ରେ ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା

ରାୟଗଡ଼ା ,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ଚୈତ୍ର ପର୍ବ ମାର୍ଚ୍ଚ ୨୯ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଶୁକ୍ରବାର ମନ୍ଦିର ପରିସରରେ ରୀତିନୀତି…

ଶୁଭମନ ଗିଲଙ୍କୁ ସବୁଠାରୁ ବଡ଼ ପୁରସ୍କାର; ଘୋଷଣା କଲା ବିସିସିଆଇ – ବିରାଟ, ରୋହିତ, ବୁମରାଙ୍କୁ କିଛି ନାହିଁ

ନୂଆଦିଲ୍ଲୀ,୧୪।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁବମନ ଗିଲଙ୍କୁ ପୁରୁଷ କ୍ରିକେଟର ଅଫ ଦି ଇୟର ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। BCCI ନମନ ପୁରସ୍କାର 2026 ପାଇଁ ଶନିବାର ପ୍ରାପ୍ତକର୍ତ୍ତାଙ୍କ ତାଲିକା…

ସଞ୍ଜୁ ସାମସନ, ଇଶାନ କିଶାନଙ୍କୁ ନେଇ ବଡ଼ ବୟାନ ଦେଲେ ପାକିସ୍ତାନୀ କ୍ରିକେଟର

ନୂଆଦିଲ୍ଲୀ,୧୪।୩: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ମିଳିତ ଭାବରେ ଆୟୋଜିତ ୨୦୨୬ ଟି୨୦ ବିଶ୍ୱକପରେ, ଭାରତୀୟ କ୍ରିକେଟ ଦଳର ଷ୍ଟାର ବ୍ୟାଟସମ୍ୟାନ ସଞ୍ଜୁ ସାମସନ ଏବଂ ଇଶାନ କିଶାନ ଚମତ୍କାର ପ୍ରଦର୍ଶନ କରିଥିଲେ ଯାହା…

କାର ଧକ୍କାରେ ଜଣେ ମୃତ, ୭ ଗୁରୁତର : କ୍ଷତିପୂରଣ ଦାବିରେ

କୁଚିଣ୍ଡା,୧୪।୩(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ ଟାଇଁସର କଦୋପଡାଠାରେଶୁକ୍ରବାର ରାତିରେ ଯାତ୍ରା ଦେଖି ଘରକୁ ଫେରୁଥିବା ୮ଜଣଙ୍କୁ ଏକ ଦ୍ରୁତଗାମୀ କାର ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଦ୍ୱାରା ସମସ୍ତଙ୍କୁ ଚିକିତ୍ସା…

ଗ୍ୟାସ ସିଲିଣ୍ଡର ବୁକ୍‌ କରିବା ହେଲା ସହଜ! WhatsAppଠାରୁ ମିସ୍ଡ କଲ ପର୍ଯ୍ୟନ୍ତ ଘରେ ବସି କରନ୍ତୁ…

ନୂଆଦିଲ୍ଲୀ,୧୪।୩: ଦେଶର ଲକ୍ଷ ଲକ୍ଷ LPG ଗ୍ରାହକଙ୍କ ପାଇଁ, ଗ୍ୟାସ ସିଲିଣ୍ଡର ବୁକିଂ ପୂର୍ବ ଅପେକ୍ଷା ଏବେ ସହଜ ହୋଇଯାଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଗ୍ରାହକମାନଙ୍କ ପାଇଁ ଘରୋଇ LPG ସିଲିଣ୍ଡର…

ଜାତୀୟ ଲୋକ ଅଦାଲତ: ୨୪୬ ମାମଲା ଫଇସଲା ସହ ଏତିକି ଟଙ୍କା ଜରିମାନା ଆଦାୟ

ଭଞ୍ଜନଗର,୧୪ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପ୍ରାଙ୍ଗଣରେ ତାଲୁକ ଆଇନ ସେବା କମିଟି ଭଞ୍ଜନଗରଙ୍କ ପକ୍ଷରୁ ୨୦୨୬ ବର୍ଷର ପ୍ରଥମ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର…

ଏପ୍ରିଲ ୧ରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିବ ସିଧାସଳଖ ପ୍ରଭାବ

ନୂଆଦିଲ୍ଲୀ,୧୪।୩: ଚଳିତବର୍ଷ କେନ୍ଦ୍ରୀୟ ବଜେଟରେ ଆୟକର ଆଇନରେ ଅନେକ ସଂଶୋଧନ କରାଯାଇଥିଲା, ଯାହାର ଲକ୍ଷ୍ୟ ନିୟମକୁ ସରଳ କରିବା ଏବଂ କରଦାତାଙ୍କ ପାଇଁ ପ୍ରକ୍ରିୟାଗତ ବୋଝ ହ୍ରାସ କରିବା। ପ୍ରମୁଖ ପରିବର୍ତ୍ତନଗୁଡ଼ିକ ମଧ୍ୟରେ TCS ହାର ହ୍ରାସ, STTରେ ବୃଦ୍ଧି ଏବଂ…

ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି: ଜେଲ୍‌ରୁ ବାହାରିବେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୧୪।୩: ଲଦାଖରେ ହିଂସା ଘଟଣାରେ ଗିରଫ ହୋଇଥିବା ସାମାଜିକ କର୍ମୀ ତଥା ଇଞ୍ଜିନିୟର ସୋନମ ୱାଙ୍ଗଚୁକଙ୍କୁ ଜେଲ୍‌ରୁ ମୁକ୍ତି ଦେବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସରକାର ଜାତୀୟ ସୁରକ୍ଷା ଆଇନ (NSA) ଅନୁଯାୟୀ, ତାଙ୍କ ଅଟକକୁ ତୁରନ୍ତ ପ୍ରତ୍ୟାହାର କରିଛନ୍ତି।…

LPG ସଙ୍କଟକୁ ନେଇ ମୋଦିଙ୍କ ବଡ଼ ବୟାନ, ମିଳିବ…

ନୂଆଦିଲ୍ଲୀ,୧୪।୧: ଆସାମର ସିଲଚରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବିଶ୍ୱ ଉତ୍ତେଜନା ଏବଂ ଯୁଦ୍ଧ ଭଳି ପରିସ୍ଥିତି ମଧ୍ୟରେ, କେନ୍ଦ୍ର ସରକାର ନାଗରିକଙ୍କ ଉପରେ ପ୍ରଭାବ ସର୍ୱନିମ୍ନ ରଖିବା ପାଇଁ…

ଆମେରିକାକୁ ଖୋଲା ଧମକ: ଖାର୍ଗ ଉପରେ ଆକ୍ରମଣ ପରେ ତାତିଲା ଇରାନ

ତେହରାନ,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମେରିକାର ସେନା ଇରାନର ଖାର୍ଗ ଦ୍ୱୀପରେ ପ୍ରବଳ ବୋମା ମାଡ଼ କରିଛି। ଇରାନ ଖାର୍ଗ ଦ୍ୱୀପରେ ସାମରିକ ଘାଟି ଉପରେ ଆମେରିକାର ଆକ୍ରମଣର…

ଯୁଦ୍ଧ ଭିତରେ କିମ୍‌ଙ୍କ ଏଣ୍ଟ୍ରି! ଭୟଙ୍କର ମିସାଇଲା ଆଟାକ୍‌, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୧୪।୩: ଗୋଟିଏ ପଟେ, ମଧ୍ୟପ୍ରାଚ୍ୟରେ ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଜଡିତ ବିବାଦ ଏକ ଭୟଙ୍କର ମୋଡ଼ ନେଇଛି। ଏହି ସମୟରେ, ଏସିଆର ଅନ୍ୟ ଏକ ଭାଗରେ, ଯୁଦ୍ଧର ଏକ ମଇଦାନ ସୃଷ୍ଟି ହୋଇଛି। ଜାପାନର ପ୍ରଧାନମନ୍ତ୍ରୀ X ରେ…

ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ କଲା ଇରାନ: ଚାରିଆଡ଼େ ଧୂଆଁମୟ

ଓ୍ବାଶିଂଟନ୍‌,୧୪।୩: ଇସ୍ରାଏଲ ଏବଂ ଆମେରିକା ନିରନ୍ତର ଇରାନ ଉପରେ ଆକ୍ରମଣ କରୁଛନ୍ତି। ଯୁଦ୍ଧକୁ ୧୫ ଦିନ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଶେଷ ହେବାର କୌଣସି ସଙ୍କେତ ନାହିଁ। ବାଗଦାଦରେ ଥିବା ଆମେରିକୀୟ ଦୂତାବାସ ପରିସରରେ ଥିବା ଏକ ହେଲିପ୍ୟାଡରେ ଏକ କ୍ଷେପଣାସ୍ତ୍ର…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ। ଶିମିଳିପାଳର ସାଉଥ ଡିଭିଜନ ପୋଡାଡିହା ରେଞ୍ଜର ମନଭଙ୍ଗା ବିଟ ଅଞ୍ଚଳରେ ନିଆଁ ଲାଗି…

କୁଆଡ଼େ ଗଲେ ଦାଶରଥି: ବିଜେଡି ଛାଡ଼ିବେନି ଶପଥ କଲେ ୨ ପ୍ରାର୍ଥୀ

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ପ୍ରଦେଶ କଂଗ୍ରେସ…

ମୋଜତବାଙ୍କୁ ଧରାଇଦେଲେ ୧୦ ନିୟୁତ ଡଲାର: ପୁରସ୍କାର ଘୋଷଣା କଲା ଆମେରିକା

ଓ୍ବାଶିଂଟନ୍‌,୧୪ା୩:ଇରାନ୍‌ର ନୂଆ ସୁପ୍ରିମ ଲିଡର ମୋଜତବା ଖାମେନେଇ ଓ ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି)ର ବରିଷ୍ଠ ନେତାମାନଙ୍କ ସମ୍ପର୍କରେ ସୂଚନା ଦେଲେ ସମ୍ପୃକ୍ତ ସୂଚନାଦାତାଙ୍କୁ ଆମେରିକା ୧୦ ନିୟୁତ ଡଲାର (ପ୍ରାୟ ୯୨,୪୭,୪୮,୦୦୦ ଟଙ୍କା) ପୁରସ୍କାର ଦେବ। ଆମେରିକା ନ୍ୟାୟ…

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଭାବେ ବାହାରିବାକୁ ଇରାନ ଅନୁମତି ଦେଇଛି। ଏହି ଘଟଣାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଭିବି ରାମଜି, ସମଗ୍ର ଶିକ୍ଷା ଯୋଜନାର ସାମାଜିକ ସମୀକ୍ଷା: କାମ ନ କରି ଉଠାଯାଇଛି ୩ ପ୍ରକଳ୍ପର ଟଙ୍କା

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri