ଏମିତି ବି ଗାଁ ଅଛି! ସବୁ ଘରେ ଚାଲୁଛି AC-କୁଲର, କିନ୍ତୁ ବିଜୁଳି ବିଲ୍‌ ଦେବାକୁ ପଡୁନି ଗୋଟିଏ ବି ଟଙ୍କା

ଆଜି ମଧ୍ୟ, ଭାରତରେ ଏପରି ଅନେକ ଗାଁ ଅଛି ଯେଉଁଠାରେ ବିଦ୍ୟୁତ ଯୋଗାଣ ଏକ ସ୍ଥାୟୀ ସମସ୍ୟା ହୋଇ ରହିଛି। ଘଣ୍ଟା ଘଣ୍ଟା ଲୋଡ ସେଡିଂ, ଅତ୍ୟଧିକ ବିଲ ଏବଂ ବାରମ୍ୱାର ବିଦ୍ୟୁତ କାଟ…

Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ ପାଇଁ ଏକ ବିଶେଷଜ୍ଞ କମିଟି ଗଠନ…

୭୫ ଲକ୍ଷ ଟଙ୍କା ଠକେଇ ମାମଲା: ଲ୍ୟାମ୍ପ ଏମଡି ଗିରଫ

ଗୁଣପୁର,୨୨/୫(ସୁଜାତା ପାଢ଼ୀ):ସମବାୟ ଅନୁଷ୍ଠାନରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସୱରୂପ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ରାୟଗଡ଼ା ଜିଲାର କେ.ସିଂହପୁର ବୃହତ୍‌ ଅଞ୍ଚଳ ବହୁମୁଖୀ ସମବାୟ ସମିତି (LAMPCS)ର ପରିଚାଳନା ନିଦ୍ଦେଶକ ତାରିଣୀ…

ଚୁଆକୁ ପାଣି ପିଇବାକୁ ଆସିଲା କୁଟ୍ରା, ଘେରିଗଲେ କୁକୁର: ଆଉ ତା’ପରେ ଘଟିଲା..

ରାଇକିଆ,୨୨।୫-(ପ୍ରଦୀପ ବେହେରା): ଜଙ୍ଗଲରୁ ପାଣି ସନ୍ଧାନରେ ଗାଁ ନିକଟକୁ ଚାଲିଆସିଥିବା ଏକ କୁଟ୍ରାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛି ରାଇକିଆ ବନବିଭାଗ। ପାଟଳୀ ସାହି ନିକଟ ଏକ ଚୁଆକୁ ଆସି ପାଣି ପିଉଥିବାବେଳେ କୁକୁରମାନଙ୍କ…

ସମସ୍ୟାର ସ୍ଥାୟୀ ସମାଧାନ ନେଇ ବିଧାୟକଙ୍କ ଆଲୋଚନା: ପ୍ରତିଶ୍ରୁତି ଦେଇ କହିଲେ…

ଗଞ୍ଜାମ,୨୨।୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଗ୍ରାମବାସୀଙ୍କ ସହ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ମୌଳିକ ସମସ୍ୟା,…

ପ୍ରଧାନମନ୍ତ୍ରୀଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, ଜାଣନ୍ତୁ କିଏ ଦେଇଛନ୍ତି ଏମିତି ଧମକ

ନୂଆଦିଲ୍ଲୀ,୨୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଝାରଗ୍ରାମ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଦୋକାନରେ ଝାଲମୁଢି ଖାଇବା ପାଇଁ ଅଟକିଥିଲେ, ଏକ ଭିଡିଓରେ କଏଦ ହୋଇଥିବା ଏହି ମୁହୂର୍ତ୍ତଟି ପ୍ରାୟ ତୁରନ୍ତ…

OBC ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ: ଯଦି ମାତାପିତା ଆଇଏଏସ ଅଧିକାରୀ ତେବେ…

ନୂଆଦିଲ୍ଲୀ,୨୨।୫: ସୁପ୍ରିମକୋର୍ଟ ଓବିସି ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କରିଛନ୍ତି। କୋର୍ଟ ଟିପ୍ପଣୀ କରିଛନ୍ତି ଯେ, ଯଦି ମାତାପିତା ଆଇଏଏସ ଅଧିକାରୀ, ତେବେ ସେମାନେ କାହିଁକି ସଂରକ୍ଷଣ ପାଇବାକୁ ହକଦାର ହେବେ। ପଛୁଆ ବର୍ଗ ମଧ୍ୟରେ ‘କ୍ରିମି ଲେୟାର’…

୨୪ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା: ଏହି ଦିନ ହେବ ଭୋଟିଂ

ନୂଆଦିଲ୍ଲୀ,୨୨।୫: ଜୁନ-ଜୁଲାଇରେ ଖାଲି ପଡୁଥିବା ୨୪ଟି ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଏହା ସହିତ ମହାରାଷ୍ଟ୍ର ଏବଂ ତାମିଲନାଡୁର ଦୁଇଟି ରାଜ୍ୟ ସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଜୁନ ୧୮ରେ…

ଇନ୍‌ଷ୍ଟାଗ୍ରାମରେ ଭାଜପାକୁ ପଛରେ ପକାଇଲା ‘କକ୍‌ରୋଚ ଜନତା ପାର୍ଟି’: ନୂଆ ଆକାଉଣ୍ଟ ସହ ଫେରିଲେ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୨ା୫(ପି.ଟି.):ସୋସିଆଲ ମିଡିଆରେ ହଲଚଲ ସୃଷ୍ଟି କରିଥିବା ବ୍ୟଙ୍ଗାତ୍ମକ ଡିଜିଟାଲ ଆନ୍ଦୋଳନ ‘କକ୍‌ରୋଚ ଜନତା ପାର୍ଟି’ (ସିଜେପି) ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ଏହି ପାର୍ଟିର ଅଫିସିଆଲ ‘X’ ଆକାଉଣ୍ଟକୁ ଭାରତରେ ପ୍ରତିବନ୍ଧିତ କରାଯାଇଛି। ତେବେ ଏହି ଡିଜିଟାଲ କାର୍ଯ୍ୟାନୁଷ୍ଠାନର…

ପୁଅ ବିବାହରେ ଯୋଗଦେଲେ ମୋତେ ମାରି ଦିଆଯିବ: କାହିଁକି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୨।୫: ଇରାନ ସମ୍ପର୍କରେ ପରିସ୍ଥିତିରେ ବ୍ୟସ୍ତ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଖରେ ତାଙ୍କ ନିଜ ପୁଅର ବିବାହରେ ଯୋଗଦେବା ପାଇଁ ସମୟ ନାହିଁ। ଟ୍ରମ୍ପ ତାଙ୍କ ବଡ଼ ପୁଅ ଡୋନାଲ୍ଡ ଟ୍ରମ୍ପ ଜୁନିଅରଙ୍କ ବିବାହ ସମ୍ପର୍କରେ ଏକ ବିବୃତ୍ତି…

ଫିଲ୍ମରେ ଅଭିନୟ କରୁଥିଲେ ଫେରାର କଏଦୀ: ୧୨ ବର୍ଷ ପରେ…

ଅହମ୍ମଦାବାଦ, ୨୨/୫ (ପି.ଟି.):ସିନେମା ଜଗତର ଚମକପ୍ରଦ ଦୁନିଆରେ ନିଜ ପରିଚୟ ଲୁଚାଇ ବୁଲୁଥିବା ଜଣେ କଏଦୀକୁ ଶେଷରେ ଗିରଫ କରିଛି ଗୁଜରାଟ ପୋଲିସ। ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡାଦେଶ ପାଇଥିବା ଏହି ଅଭିଯୁକ୍ତ ଜଣକ ୨୦୧୪ରୁ ପାରୋଲ୍‌ରେ ଆସି ଫେରାର ହୋଇଯାଇଥିଲା।…

ଇବୋଲା ଭୟ: ଭାରତ-ଆଫ୍ରିକା ଫୋରମ ସମ୍ମିଳନୀ ସ୍ଥଗିତ

ନୂଆଦିଲ୍ଲୀ, ୨୨ା୫ (ପି.ଟି.):ଆଫ୍ରିକୀୟ ଦେଶଗୁଡ଼ିକରେ କାୟା ମେଲାଇଥିବା ମାରାତ୍ମକ ‘ଇବୋଲା’ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ଏବଂ ଆଫ୍ରିକୀୟ ୟୁନିୟନ (ଏୟୁ) ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚଳିତ ମେ ୨୮ରୁ ୩୧ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀରେ ହେବାକୁ ଥିବା ଚତୁର୍ଥ…

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇ ସେ କହିଛନ୍ତି ଯେ, ଆଗାମୀ ପିଢ଼ିର ସଂସ୍କାର…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି) କିଣିବେ; ଯାହାଦ୍ୱାରା ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଦେଶରେ ଉପୁଜିଥିବା ତୈଳ ସଙ୍କଟକୁ ଏଡ଼ାଯାଇ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ ହୋଇଛି । ଘରର ଛାତ ଉପରେ ଟେଣ୍ଟ ମାରି ଶୋଇଥିବା ବେଳେ ଭୁଶୁଡ଼ିପଡିଥିଲା…

ଅବତରଣବେଳେ ରନ୍‌ଓ୍ବେରେ ପିଟିହେଲା ବିମାନ

ଦିଲ୍ଲୀ,୨୧ା୫: ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଏୟାରଇଣ୍ଡିଆର ଏକ ବିମାନ ଅବତରଣ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବେଙ୍ଗାଲୁରୁ ବିମାନବନ୍ଦରରେ ଅବତରଣ କରିବା ସମୟରେ ବିମାନ AI ୨୬୫୧ର ପଛ ଭାଗ ହଠାତ୍‌ ରନ୍‌ଓ୍ବେରେ ମାଡ଼ ହୋଇଥିଲା। ମାତ୍ର ପାଇଲଟ ପରିସ୍ଥିତିକୁ ନିୟନ୍ତ୍ରଣ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri