ସ୍କୁଲ ପାଣିଟାଙ୍କିରେ ପଡ଼ି ନାବାଳିକା ମୃତ

ଲଖନପୁର,୪।୧୧(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବନ୍ଧବାହାଲ ଶାନ୍ତିନଗରସ୍ଥିତ ଏକ ପ୍ଲେ ସ୍କୁଲ ପାଣିଟାଙ୍କିରେ ପଡ଼ି ସୋମବାର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଶାନ୍ତିନଗରର ରାଜକୁମାର ନାଏକଙ୍କ ଝିଅ ଲିଜା (୬)। ଖବରପାଇ ସ୍ଥାନୀୟ ବନ୍ଧବାହାଲ ଫାଣ୍ଡି ପୋଲିସ ପହଞ୍ଚି ନାବାଳିକାଙ୍କ ମୃତଦେହ ଉଦ୍ଧାରକରି ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଛି ।
ସ୍କୁଲ ପରିସରରେ ସିମେଣ୍ଟ ଓ ଇଟାରେ ତିଆରି ଏକ ଖୋଲା ପାଣିଟାଙ୍କି ରହିଛି । ପ୍ରାୟ ୪ ଫୁଟ ଉଚ୍ଛର ଏହି ପାଣିଟାଙ୍କି ଚତୁଃପାଶର୍‌ବରେ କୌଣସି ବାଡ ନ ଥିବା ବେଳେ ଏହା ଅସୁରକ୍ଷିତ ଭାବେ ମୁକୁଳା ପଡିଛି । ନାବାଳିକା ଜଣଙ୍କ ଟାଙ୍କି ନିକଟକୁ ଯାଇଥିବାବେଳେ ଏପରି ଘଟଣାର ଶିକାର ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

ନାମାଙ୍କନପତ୍ର ଦାଖଲ କଲେ ନିପନ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri