ଶ୍ୱାସରୋଗୀଙ୍କ ପାଇଁ ଉପକାରୀ ଟମାଟୋ

ଶ୍ୱାସରୋଗୀଙ୍କ ପାଇଁ ଏପରି କିଛି ଖାଦ୍ୟ ନାହିଁ ଯାହା ନିଃଶ୍ୱାସପ୍ରଶ୍ୱାସକୁ ଠିକ୍‌ କରିପାରିବ। କିନ୍ତୁ କିଛି ଫଳ ଓ ପରିବା ରହିଛି ଯାହା ଶ୍ୱାସରୋଗୀଙ୍କ ଲାଗି ବିଶେଷ ଉପକାରୀ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ନାମକ ତତ୍ତ୍ୱ ରହିଛି ଯେଉଁଥିରେ ଭରପୂର ମାତ୍ରାରେ ଭିଟାମିନ୍‌ ଇ ଓ ସି ବ୍ୟତୀତ କ୍ୟାରୋଟିନ ମିଳିଥାଏ। ତେବେ ଜାଣନ୍ତୁ  ଏପରି କିଛି ଖାଦ୍ୟ ବିଷୟରେ ଯାହା ଶ୍ୱାସ ରୋଗୀଙ୍କ ପାଇଁ ଉପକାରୀ।
ଭିଟାମିନ୍‌ ଡି : ସୂର୍ଯ୍ୟଙ୍କ କିରଣରୁ ଆମକୁ ଭରପୂର ମାତ୍ରାରେ ଭିଟାମିନ୍‌ ଡି ମିଳିଥାଏ। କିନ୍ତୁ କିଛି ଏପରି ଖାଦ୍ୟ ରହିଛି ଯେଉଁଥିରେ ଭିଟାମିନ୍‌ ଡି ଭରପୂର ମାତ୍ରାରେ ମିଳିଥାଏ। ଏହା ମଧ୍ୟରୁ ସାଲମନ, ଅଣ୍ଡା, କ୍ଷୀର, କମଳା ଜୁସ୍‌ ଆପଣ ଖାଇପାରିବେ। ଏହା ଆପଣଙ୍କ ଇମ୍ୟୁନିଟି ସିଷ୍ଟମକୁ ଠିକ୍‌ କରିବା ସହିତ ବିଷାକ୍ତ ତତ୍ତ୍ୱରୁ ରକ୍ଷା କରିପାରିବ। ଯେଉଁମାନଙ୍କ ମଧ୍ୟରେ ଭିଟାମିନ୍‌ ଡିର ଅଭାବ ଥାଏ ସେମାନଙ୍କୁ ଶ୍ୱାସ ହେବାର ବେଶୀ ଆଶଙ୍କା ଥାଏ।
ମାଛ : ମାଛରେ ଭରପୂରମାତ୍ରାରେ ଓମେଗା ଥାଏ। ଏହି କାରଣରୁ ମାଛ ଶ୍ୱାସରୋଗୀଙ୍କ ପାଇଁ ବହୁତ ଉପକାରୀ।
ଟମାଟୋ: ଶ୍ୱାସରୋଗୀଙ୍କ ପାଇଁ ଟମାଟୋ ବହୁତ ଉପକାରୀ ଓ ଏଥିରେ ଲାଇସୋପେନ୍‌ ନାମକ ତତ୍ତ୍ୱ ମିଳିଥାଏ। ଏହି ତତ୍ତ୍ୱ ନିଃଶ୍ୱାସ ନେବାର ସମସ୍ୟାକୁ ଅନେକ ମାତ୍ରାରେ ଠିକ୍‌ କରିଥାଏ।
ନଟ୍‌ସ ଓ ମଞ୍ଜିଜାତୀୟ : ଭିଟାମିନ୍‌ ଇ ଶ୍ୱାସରୋଗୀଙ୍କ ପାଇଁ ଉପକାରୀ ବୋଲି ଅନେକ ଜାଣିଥାନ୍ତି। ସେଥିପାଇଁ ଆପଣ ବାଦାମ,ଅଖରୋଟ କଞ୍ଚା ମଞ୍ଜି ବ୍ୟତୀତ ବ୍ରୋକଲୀ ବା କଞ୍ଚା କଦଳୀ ପରି ପରିବା ଖାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri