ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ ପର୍ଯ୍ୟଟନସ୍ଥଳୀ, ପାଟଣା ଆନନ୍ଦେଶ୍ୱର ଶିବ ମନ୍ଦିର…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଆଇଟିଡିଏ (ITDA) ପକ୍ଷରୁ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ ଧାରାବାହିକ ‘କାୟଲ’ରେ ଏକ ପ୍ରମୁଖ ଚରିତ୍ରରେ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ ବିଧାୟକ ତାଙ୍କର ଶତାଧିକ ସମର୍ଥକଙ୍କ ସହ…

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ କୋଟି ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ କଳାହାଣ୍ଡି…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର ଡବେରୀ ସମେତ ବାଲୁବାଙ୍ଗା, ବ୍ରାହାସାଲାକା ଆଦି…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର ବିବାଦ ଏବେ ଶେଷ ହେବାକୁ ଯାଉଛି। ଉଭୟ ପକ୍ଷ ଏକ ପାରସ୍ପରିକ ସହମତିରେ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ନେଇଛନ୍ତି । ହେଲେ ସୁଜିତ କୁମାର ଶପଥ ନେଇନାହାନ୍ତି ।…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ ଉଭାନ ହୋଇଯାଇଥାଏ। ଇରାନ୍‌ ସେହି କଥାକୁ ଏବେ ପ୍ରମାଣିତ କରିଦେଇଛି। ଇସ୍ରାଏଲ ଓ…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା ଆହୁରି ତୀବ୍ର ହୋଇଛି। ଏପ୍ରିଲ ୫ରେ, ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ ଆସିଥିବା ଝିଅଙ୍କ ପାଇଁ ତାଙ୍କ ବାପା ଉତ୍ସବ ପାଳନ କରିଛନ୍ତି, ଯାହା ଅନ୍‌ଲାଇନରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ । ଯାହା ଧିରେ ଧିରେ ଶେଷ ଶେଷ ହେବାକୁ ଯାଉଛି। ଯେଉଁଥିପାଇଁ ଟ୍ରମ୍ପ ପୁଣି ଥରେ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ ପ୍ରବେଶ କରୁନଥିବା କିମ୍ୱା ସେମାନଙ୍କର ଉତ୍ପାଦନ ସୁବିଧାଗୁଡ଼ିକୁ ଆମେରିକାକୁ ସ୍ଥାନାନ୍ତର କରୁନଥିବା କମ୍ପାନୀଗୁଡ଼ିକ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜଧାନୀର କିଛି ଅଞ୍ଚଳରେ ବର୍ଷା ହୋଇଥିବାରୁ ସାମାନ୍ୟ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି ସ୍ଥାନରେ ଆଉ ଖୋଲାରେ ଗ୍ୟାସ ଭର୍ତ୍ତି କରିକି ଆଣିପାରିବେ ନାହିଁ । ସେହିଭଳି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ ପ୍ରତିଫଳିତ କରୁଛି ଯେ ପଡ଼ୋଶୀ ରାଷ୍ଟ୍ରରେ ଭାରତ ପ୍ରତି ଏକ ଅକଥନୀୟ ଭୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri