ହିଞ୍ଜିଳିକାଟୁ,୯ା୧୧(ଡି.ଏନ.ଏ) -ପାକିସ୍ତାନୀ ଗୁପ୍ତଚର ମହିଳା ଏଜେଣ୍ଟଙ୍କ ହନି ଟ୍ରାପରେ ଫସି ଦେଶର ଗୁରୁତ୍ୱପୁର୍ଣ୍ଣ ଖବର ପ୍ରଦାନ କରିଥିବା ଅଭିଯୋଗରେ ରାଜସ୍ଥାନ ପୋଲିସ ହିିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଗ୍ରାମର ବିଚିତ୍ର ବେହେରାଙ୍କୁ ଗିରଫ କରିଥିଲା। ଶୁକ୍ରବାର ଖବର ପ୍ରସାରଣ ବେଳେ କେତେକ ବୈଦୁ୍ୟୁତିକ ଗଣମାଧ୍ୟମ ଅନ୍ୟ ଜଣେ ନାବାଳକଙ୍କ ଫେସ୍ବୁକରେ ଏଡିଟିଂ ହୋଇଥିବା ଫଟୋକୁ ପ୍ରସାରଣ କରିଥିଲେ। ଏ ନେଇ ଉକ୍ତ ନାବାଳକଙ୍କ ବାପା ଶୁକ୍ରବାର ସନ୍ଧ୍ୟାରେ ଭୁଲ ଫଟୋ ପ୍ରସାରଣ କରିଥିବା ଏକ ବୈଦ୍ୟୁତିକ ଗଣମାଧ୍ୟମ ନଁ।ରେ ଅଭିଯୋଗ କରିଛନ୍ତି। ଏତଲାକୁ ଭିତ୍ତି କରି ହିଞ୍ଜିଳି ପୋଲିସ ନଂ. ୩୧୬/୧୯ରେ ମାମଲା ରୁଜୁ କରିଛି। ଆସିକା ଏମ୍ପିଙ୍କ ବ୍ୟକ୍ତିଗତ ସହାୟକ ନୀଳମଣି ପଟ୍ଟନାୟକ, ପୂର୍ବତନ ପୌର ଉପାଧ୍ୟକ୍ଷ ସୁବାସ ପଲେଇଙ୍କ ସମେତ ଗ୍ରାମବାସୀ ଥାନାରେ ଉପସ୍ଥିତ ଥିଲେ।
ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ
ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...
ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ
ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...
ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ
ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...
ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା
ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...
୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…
ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...
ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା
ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭...
Archives


