ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା। ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିଥିଲେ ମଧ୍ୟ ନିଜ…

Ex-Wifeଙ୍କୁ ଭୁଲି ନାହାଁନ୍ତି ହାର୍ଦ୍ଦିକ! ଏତେ ଟଙ୍କାର କାର ଉପହାର ଦେଲେ, ଜାଣିଲେ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ,୨୨।୨: ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ ଏବଂ ପୁଅ ଅଗସ୍ତ୍ୟ ପାଣ୍ଡ୍ୟାଙ୍କୁ ୪ କୋଟି ମୂଲ୍ୟର ଏକ କାର ଉପହାର ଦେଇଛନ୍ତି। ଏହି ଉପହାରର ଫଟୋ ଏବଂ ଭିଡିଓ ସୋସିଆଲ…

ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…

ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବା ବେଳେ ଏଥିରେ…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ଯୁବ ଓପନର୍‌ ଅଭିଷେକ ଶର୍ମାଙ୍କ…

ବାହାଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ

ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର ଫେରନ୍ତା କାର ଭିତରୁ ନବବଧୂକୁ ଅପହରଣ…

ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…

ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ ଅଘଟଣ।ପାରିବାରିକ ହିଂସା କାରଣରୁ ଗ୍ରାମର କେ.ବୁଲୁ…

IRS ଅଫିସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ, କେହି ନଥିବା ବେଳେ ଯୁବତୀଙ୍କୁ ସରକାରୀ କ୍ୱାର୍ଟର୍ସରେ ବଳାତ୍କାର

ଭୁବନେଶ୍ୱର,୨୨।୨: ଆଇଆରଏସ୍ ଅଫିସରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ । ସତ୍‌ସଙ୍ଗ ବିହାର ସରକାରୀ କ୍ବାର୍ଟର୍ସରେ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଏହାସହ ବଳାତ୍କାର ସମୟରେ ଭିଡିଓ ରେକର୍ଡିଂ କରି ଭାଇରାଲ କରିବାକୁ ଧମକ ଦେଇଥିବା ନେଇ ଜଣାପଡିଛି । ଅଭିଯୋଗ…

୪୪,୨୦୦ କୋଟିର ୧୦ ପ୍ରକଳ୍ପକୁ ଏଚ୍‌ଏଲ୍‌ସିଏରେ ମଞ୍ଜୁରୀ, ସୃଷ୍ଟିହେବ ୯ ହଜାର ନିଯୁକ୍ତି

ଭୁବନେଶ୍ୱର,୨୨।୨ (ଅନୁରାଧା ମହାରାଣା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶନିବାର ଲୋକସେବା ଭବନଠାରେ ୪୪ତମ ହାଇ ଲେଭଲ କ୍ଲିୟରାନ୍ସ ଅଥରିଟି(ଏଚ୍‌ଏଲ୍‌ସିଏ) ବୈଠକରେ ୪୪,୨୦୦ କୋଟି ଟଙ୍କାର ୧୦ଟି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ରାଜ୍ୟର ୮ ଜିଲାରେ ଏହି ୧୦…

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ ଗାଁ ନିକଟସ୍ଥ ଜଙ୍ଗଲରେ। ଅଡବା ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ପିଲିପାଜୁ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର ବାରମଲ ଜିଲ୍ଲାରେ ଏକ ଧାର୍ମିକ ମଦ୍ରାସାକୁ ଟାର୍ଗେଟ କରିଛି। ପାକିସ୍ତାନୀ ଜେଟ ମଧ୍ୟ…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ ଦୋକାନ ଘର ସମ୍ପୂର୍ଣ୍ଣ ପୋଡ଼ି ଯାଇଛି ।ଖବରପାଇ ପାରାଦୀପ ବନ୍ଦର ଅଗ୍ନିଶମ ବିଭାଗ,…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮ ନୁହେଁ, ଏଣିକି ୧୦ ପ୍ରତିଶତ ଟାରିଫ ଲାଗୁ ହେବ । ଆସନ୍ତା ୨୪…

ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ…

ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ ଅଧିକ ରହିବା ସାମାଜିକ ବିକାଶ ଦିଗରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଦାରିଦ୍ର୍ୟ,…

ଭାରତ-ବ୍ରାଜିଲ ସମ୍ପର୍କରେ ନୂଆ ଅଧ୍ୟାୟ: ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ

ବ୍ରାସିଲିଆ,୨୧।୨: ଭାରତ-ବ୍ରାଜିଲ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଉଭୟ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବ୍ରାଜିଲ ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଡା ସିଲଭାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା…

ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ରହିଛି…

ଇସଲାମାବାଦ,୨୧ା୨: ଶନିବାର ପାକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ୩.୯ ତୀବ୍ରତାର ଏକ ଭୂକମ୍ପ ରେକର୍ଡ କରାଯାଇଛି। ଭାରତର ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। NCS ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଭୂମିରୁ…

ଆତଙ୍କବାଦୀ ଟାର୍ଗେଟ୍‌ରେ ରାଜଧାନୀ: ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ସତର୍କତା ଜାରି କରିଛନ୍ତି। ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଲସ୍କର-ଏ-ତୋଇବା (LeT) ଆତଙ୍କବାଦୀମାନେ ଲାଲକିଲ୍ଲା ନିକଟରେ ବିସ୍ଫୋରଣ ଯୋଜନା କରୁଛନ୍ତି। ଚାନ୍ଦନୀ ଚୌକରେ ଥିବା ଏକ ପ୍ରମୁଖ ମନ୍ଦିର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ବାଣିଜ୍ୟ

ଜୀବନଚର୍ଯ୍ୟା

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri