ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’ ସଇତାନ ସାଜିଛନ୍ତି। ସ୍ବାମୀଙ୍କ ସହ ଝଗଡା…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର ପ୍ରମୋଦ ପ୍ରଧାନଙ୍କ ପୁଅ ଶୁଭଙ୍କର ପ୍ରଧାନ…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ ଘରେ କୁଆଡ଼େ ପୁରୀ ଜଗନ୍ନାଥ ମନ୍ଦିର…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ କରୁଛନ୍ତି, ଏହା ତାଙ୍କୁ ଜାତୀୟ ସ୍ତରରେ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ଚାରିପାଖେ ପ୍ରଦକ୍ଷିଣ କରିଥିବା…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ ତାଙ୍କ ସାଦୃଶ୍ୟରେ ମଣିଷ ତିଆରି କରିଛନ୍ତି,…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ ମଧ୍ୟ କୌଣସି ସହମତି ହୋଇପାରି ନାହିଁ। ଆମେରିକାର କଠୋର ସର୍ତ୍ତକୁ ମାନିବାକୁ ଇରାନ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହୋଇଛି। ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ କହିଛନ୍ତି, ଇରାନ ଆମେରିକାର…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ ଜଳପଥକୁ ଅବରୋଧ କରିବା ପାଇଁ ସେଠାରେ ବିଛାଇଥିବା ସମସ୍ତ ମାଇନ୍ସକୁ ଠାବ କରିପାରୁନାହିଁ।…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଇରାନ ଯେତେବେଳେ ଆର୍ଥିକ ସଙ୍କଟ ଦେଇ ଗତି କରୁଥିଲା,…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ ଥାନା ଅଞ୍ଚଳରୁ ଶୁକ୍ରବାର ରାତିରୁ ଶେଖ ଇମ୍ରାନ ନାମକ ଜଣେ ଯୁବକଙ୍କୁ ଉଠାଇ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ କରିବା ପାଇଁ ସ୍ବତନ୍ତ୍ର ଅନୁମତି ପ୍ରଦାନ କରିଛି। ଭାରତ ବିଶ୍ୱର ତୃତୀୟ ବୃହତ୍ତମ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର ଇସଲାମାବାଦରେ ପହଞ୍ଚିଛନ୍ତି। ସେ ଆଜି ଅର୍ଥାତ୍‌ ଇରାନ ସହିତ ଆଲୋଚନାରେ କରୁଛନ୍ତି। ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ମହାନଦୀ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ ଯୁଦ୍ଧ ବିମାନ ଏବଂ ଡ୍ରୋନର ରାଡାର କ୍ରସ ସେକ୍ସନ (RCS) ବହୁତ କମ…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ ଭାବରେ ଅବତରଣ କରିଛି। ସକାଳ ୫ଟା ୩୭ରେ କାଲିଫର୍ନିଆର ସାନ ଡିଏଗୋ ଉପକୂଳରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri