Posted inଫୁରସତ

ଖାଇବା ଆଶାରୁ ଖଡ଼ି ଧରିଲେ ଦିବ୍ୟା

ହାଇଦ୍ରାବାଦ୍‌:ନବେ ଦଶକରେ ଆରମ୍ଭ କରାଯାଇଥିବା ମଧ୍ୟାହ୍ନଭୋଜନ ଯୋଜନାର ପ୍ରଭାବ ପ୍ରମାଣିତ କରିଛି ତେଲେଙ୍ଗାନାର ଏକ ଘଟଣା। ହାଇଦ୍ରାବାଦ୍‌ର ଗୁଡିମଲକାପୁର ସରକାରୀ ସ୍କୁଲ୍‌କୁ ଦିବ୍ୟା ନାମକ ଝିଅଟିଏ ପ୍ରତିିଦିନ ମଧ୍ୟାହ୍ନଭୋଜନ ସମୟରେ ବାସନଟିଏ ଧରି ଆସି ପହଞ୍ଚିଯାଏ। ପିଲାମାନଙ୍କ ସହ ଖାଇବା ଲକ୍ଷ୍ୟ ନେଇ ସେ ଆସେ। ହାତରେ ବାସନ ଧରି କ୍ଲାସ୍‌ ରୁମ୍‌କୁ ପ୍ରବେଶ କରିବାର ଦୃଶ୍ୟ ଭାଇରାଲ ହେଲା। ମିଡିଆରେ ଏହି ଛବିକୁ ‘ଭୋକିଲା ନଜର’ ଶୀର୍ଷକରେ ଉପସ୍ଥାପନ କରାଯାଇଥିଲା। ଏହି ଫଟୋକୁ ଏମ୍‌.ବି.ଫାଉଣ୍ଡେଶନ ଏନଜିଓର ସଂଯୋଜକ ଭେଙ୍କଟ ରେଡ୍ଡୀ ଦେଖିବା ପରେ ଦିବ୍ୟାକୁ ତା ଅଧିକାର ପ୍ରଦାନ କରିଛନ୍ତି। ସେହି ସ୍କୁଲ୍‌ରେ ଦିବ୍ୟାର ନାମ ଲେଖାଯାଇଛି। ଖାଇବା ଆଶାରୁ ହାତରେ ଖଡି ଧରିଛି ସେ। ଦିବ୍ୟା ମା’ବାପାଙ୍କ ସହ ପାଖ ବସ୍ତିରେ ରହେ। ବାପା ଜରି ଗୋଟାନ୍ତି ଓ ମା’ ଅନ୍ୟ ଘରେ ବାସନ ସଫା କରନ୍ତି। ସ୍କୁଲ୍‌ରେ ଦିବ୍ୟାର ନା ଁ ଲେଖାଯିବା ପରେ ଏବେ ସେ ସବୁଦିନ ସ୍କୁଲ୍‌କୁ ଯାଉଛି ଓ ମଧ୍ୟାହ୍ନଭୋଜନ ବି ଖାଉଛି। ଯେଉଁଦିନ ସେ ପ୍ରଥମେ ସ୍କୁଲକୁ ଗଲା ତାହାର ଫଟୋ ମଧ୍ୟ ଫେସ୍‌ବୁକ୍‌ରେ ଶେୟାର କରିଛନ୍ତି ରେଡ୍ଡୀ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ପସରା ମେଲି ବସିଛନ୍ତି ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ...

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨: ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି...

ଡେଲିଭରୀ କର୍ମଚାରୀଙ୍କ ଦେଶବ୍ୟାପୀ ଧର୍ମଘଟ: ଏହି ଦୁଇଦିନ ହେବ ସେବା ପ୍ରଭାବିତ

ନୂଆଦିଲ୍ଲୀ,୨୬।୧୨: ସ୍ୱିଗି (Swiggy), ଜୋମାଟୋ (Zomato), ଜେପ୍ଟୋ (Zepto), ବ୍ଲିଙ୍କିଟ୍ (Blinkit), ଆମାଜନ (Amazon), ଫ୍ଲିପକାର୍ଟ (Flipkart) ସମେତ ବିଭିନ୍ନ ଇ-କମର୍ସ ଏବଂ ଫୁଡ୍ ଡେଲିଭରୀ...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri