୪ କୁଇଣ୍ଟାଲ ମାଧବୀ ଚେର ସହ ଗାଡ଼ି ଜବତ, ମାଲିକ ଗିରଫ

ବୁଗୁଡ଼ା,୧୦ା୧୧(ଡି.ଏନ.ଏ.)- ବୁଗୁଡ଼ା ବନାଞ୍ଚଳ ଠଣାପଲ୍ଲୀ-ଗୋଳାବନ୍ଧ ରାସ୍ତାରେ ଶନିବାର ରାତ୍ର ପ୍ରାୟ ୧୦ଟାରେ ବୁଗୁଡ଼ା ବନ ବିଭାଗ ଦ୍ୱାରା ଚଢାଉ କରାଯାଇ ୧୨ ବସ୍ତା (୪ କୁଇଣ୍ଟାଲ) ମାଧବୀ ଚେର ସହ ଏକ ପିକ୍‌ଅପ୍‌ ଗାଡି ନଂ.(ଓଡି୦୭କେ-୩୧୫୫) ଜବତ କରାଯାଇଛି। ଗାଡ଼ି ଚାଳକ ତଥା ମାଲିକଙ୍କୁ ମଧ୍ୟ ଗିରଫ କରାଯାଇଛି। ସେ ହେଲେ ବ୍ରହ୍ମପୁର ସହର ଗଣେଶ ନଗରର ଶିଶିର ପ୍ରଧାନ। ଏନେଇ ବୁଗୁଡ଼ା ବନ ବିଭାଗରେ ନଂ.୧୫୬/୧୯-୨୦ରେ ଏକ ମାମଲା ରୁଜୁ ହୋଇଛି। ରବିବାର ଶିଶିରଙ୍କୁ କୋର୍ଟଚାଲାଣ କରାଯାଇଥିବା ବନାଞ୍ଚଳ ଅଧିକାରୀ ଫକୀର ଚରଣ ବେହେରା ସୂଚନା ଦେଇଛନ୍ତି। ବନାଞ୍ଚଳ ଅଧିକାରୀ ବେହେରାଙ୍କ ନେତୃତ୍ୱରେ ବନ କର୍ମଚାରୀମାନେ ଶନିବାର ରାତିରେ ନାଗିରି, ଠଣାପଲ୍ଲୀ ଜଙ୍ଗଲରେ ପେଟ୍ରୋଲିଂ କରୁଥିବା ମାଧବୀ ଚେର ଚୋରା ଚାଲାଣ ହେଉଥିବା ଖବର ପାଇଥିଲେ। ଠଣାପଲ୍ଲୀ-ଗୋଳାବନ୍ଧ ରାସ୍ତାରେ ଗାଡ଼ିକୁ ପିଛା କରି ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri