ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା ଖବର ମିଳିଥିଲା। ଏହି ଖବର ପାଇବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ ଗିଲ ଶତକ ହାସଲ କରିଥିଲେ ଏବଂ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଓ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ ବର୍ଷ ଧରି ସେଠାରେ ବସବାସ କରୁଥିବା…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌ ବାହାର କରାଯାଇଛି। ଶିଶୁର ଜୀବନ ରକ୍ଷା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା ଜିଲାର କୋଲନରା ବ୍ଲକରେ ଶୁକ୍ରବାର ନିଜ ସମର୍ଥକଙ୍କୁ ନେଇ ସେ ଶକ୍ତି ପ୍ରଦର୍ଶନ…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ କରିବାର କ୍ଷମତା ରଖେ ଏବଂ ‘ଜେନ ଜେଡ’ଙ୍କର ଦେଶ ପ୍ରତି ବିଶ୍ୱାସ ଅଛି…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ ପୋଲିସ ଏବଂ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ପୋଲିସର ଏହି ଏନକାଉଣ୍ଟରରେ…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ। ଏହି ଘଟଣା ପରେ ଚେହେରା ବା ମୁଖମଣ୍ଡଳରେ ପରିବର୍ତ୍ତନ ଆସିଲେ ଫେସିଆଲ ରେକଗ୍‌ନିଶନ…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର ଯାଇ ଲୋକମାନଙ୍କ ପାଇଁ ଦୁଇଟି ପରିଗଣନା ଫର୍ମ ପ୍ରଦାନ କରିବେ। ଏଥିରେ ଲୋକଙ୍କ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି ବଡ଼ ବିଜୟ ସହ ଗୁଜରାଟ ଫାଇନାଲ୍‌ରେ ପ୍ରବେଶ କରିଛି। ଆସନ୍ତା ୩୧ ମେ,…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ ଶାରୀରିକ ସମ୍ପର୍କ ରଖି ଆସୁଥିଲେ। ଏ ନେଇ ସ୍ବାମୀ ସୂଚନା ପାଇବା ପରେ…

କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର

ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ  ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା ଧରି କାଳବୈଶାଖୀ ତାଣ୍ଡବ ରଚିଥିଲା। ପ୍ରବଳ ପବନ ଓ ବର୍ଷାର ପ୍ରଭାବରେ ଅଞ୍ଚଳରେ…

ଚେତାବନୀ ଦେଲା WMO, ଆସନ୍ତା ୫ ବର୍ଷରେ ବିଶ୍ୱରେ ରେକର୍ଡ କରିବ…

ଜେନେଭା,୨୯ା୫: ଆସନ୍ତା ୫ ବର୍ଷରେ ବିଶ୍ୱର ତାପମାତ୍ରା ରେକର୍ଡ ଅତିକ୍ରମ କରିବ। ଏମିତି ଏକ ଆକଳନ କରିଛି ବିଶ୍ୱ ପାଣିପାଗ ସଂଗଠନ (WMO)। ୨୦୨୬ରୁ ୨୦୩୦ ମଧ୍ୟରେ ତାପମାତ୍ରା ୧.୩ରୁ ୧.୯ ଡିଗ୍ରୀ ଅଧିକ ରହିବ। ୧୮୫୦ରୁ ୧୯୦୦ ହାରାହାରି ତାପମାତ୍ରା…

କମିଗଲା ସୁନା ରେଟ୍‌: ୨୪-୨୨ କ୍ୟାରେଟ୍‌ ଏବେ ଅଛି…

ନୂଆଦିଲ୍ଲୀ,୨୯।୫: ଆଜି ସାରା ଦେଶରେ ସୁନା ଏବଂ ରୂପା ମୂଲ୍ୟରେ ହ୍ରାସ ଘଟିଛି। ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୪୦୦-୫୦୦ ହ୍ରାସ ପାଇଛି। ଫଳସ୍ବରୂପ ସୁନା ମୂଲ୍ୟ ଏବେ ୧୫୫,୯୦୦ରୁ ୧୫୬,୧୦୦କୁ ହ୍ରାସ ପାଇଛି। ଆଜି ୨୨…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri