ଫିଫା ମୁଖ୍ୟଙ୍କ ବଡ଼ ସୂଚନା: ବିଶ୍ୱକପ୍‌ ଖେଳିବ ଇରାନ୍‌

ପ୍ୟାରିସ୍‌,୧୬ା୪: ଆସନ୍ତା ଜୁନ ୧୧ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ରେ ଇରାନ୍‌ ଖେଳିବ। ଏ ନେଇ ଫିଫା ମୁଖ୍ୟ ଜିଆନି ଇନ୍‌ଫାଣ୍ଟିନୋ ଗୁରୁବାର ସ୍ପଷ୍ଟ କରିଛନ୍ତି। ଆମେରିକା, ମେକ୍ସିିକୋ ଓ କାନାଡା…

ମୁସଲିମ ମହିଳାଙ୍କୁ ମିଳିବ କି ସଂରକ୍ଷଣ? ଜାଣନ୍ତୁ ଅମିତ ଶାହା ଜବାବରେ କ’ଣ କହିଲେ

ନୂଆଦିଲ୍ଲୀ,୧୬।୪: ଗୁରୁବାର, ଏପ୍ରିଲ ୧୬ରେ, ମହିଳା ସଂରକ୍ଷଣ ସଂଶୋଧନ ସମ୍ପର୍କିତ ତିନୋଟି ବିଲ ଲୋକ ସଭାରେ ନିର୍ଦ୍ଧାରିତ ସମୟ ଅନୁସାରେ ଉପସ୍ଥାପିତ ହୋଇଥିଲା। ମଞ୍ଜୁର ହେବା ପରେ, ମହିଳାମାନଙ୍କ ପାଇଁ ସଂରକ୍ଷଣ ୨୦୨୯ ଲୋକ…

କଳବଳ କରୁଛି ଅସହ୍ୟ ଖରା

ରିଷିଡ଼ା,୧୬ା୪(ସୁଶାନ୍ତ ମଲ୍ଲିକ): ଗତ କିଛିଦିନ ହେଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଏଠାରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି। ପ୍ରବଳ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହାର…

IPL 2026 ମଧ୍ୟରେ KKR ଅଧିନାୟକ ପଦରୁ ଇସ୍ତଫା ଦେଲେ ଅଜିଙ୍କ୍ୟ ରାହାଣେ, ହଠାତ ଦେଲେ ଇସ୍ତଫା, ଜାଣନ୍ତୁ ସତ୍ୟତା

ନୂଆଦିଲ୍ଲୀ,୧୬।୪: କୋଲକାତା ନାଇଟ ରାଇଡର୍ସର ଅଧିନାୟକ ପଦରୁ ଅଜିଙ୍କ୍ୟ ରାହାଣେ ଇସ୍ତଫା ଦେଇଛନ୍ତି। ୨୦୨୬ ଆଇପିଏଲରେ କୋଲକାତା ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପରେ ରାହାଣେ ଅଧିନାୟକ ପଦ ଛାଡିବା ଖବର ବେଶ ଆଲୋଡ଼ନ ସୃଷ୍ଟି…

ନର୍ଲା ବିଧାୟିକାଙ୍କ ସ୍ୱାମୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି

କଟକ,୧୬।୪: ନର୍ଲା ବିଧାୟିକାଙ୍କ ସ୍ୱାମୀ ଦୁର୍ଗା ପ୍ରସାଦ ମହାନ୍ତିଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ହାଇକୋର୍ଟ ଦୁର୍ଗା ପ୍ରସାଦଙ୍କୁ ୬ ସପ୍ତାହ ପାଇଁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ନର୍ଲା ତହସିଲଦାରଙ୍କୁ ହତ୍ୟା ଧମକ ଦେଇ…

ହର୍ମୁଜରେ ହାଇ-ଭୋଲଟେଜ ଡ୍ରାମା: ଯଦି ଆମେରିକା-ଚାଇନା ମୁହାଁମୁହିଁ ହୁଅନ୍ତି, ଜାଣନ୍ତୁ କେଉଁ ଦେଶକୁ ହେବ ଅଧିକ କ୍ଷତି

ତେହରାନ,୧୬।୪: ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ବୃଦ୍ଧି ପାଇଛି। ବିଶେଷକରି, ଆମେରିକା ଦ୍ୱାରା ଘୋଷଣା କରାଯାଇଥିବା ଅବରୋଧ ସତ୍ତ୍ୱେ ଚାଇନା ତୈଳ ଟ୍ୟାଙ୍କର୍‌ ରିଚ ଷ୍ଟୋରି ଏହି ରାସ୍ତା ଦେଇ ପରିବହନ କରିଥିବା ଜଣାପଡ଼ିଛି। ଏହି…

‘ହର୍ମୁଜ ଗେଟ’ରେ ମୁହାଁମୁହିଁ ହେଲେ ଭାରତ-ପାକିସ୍ତାନ ଯୁଦ୍ଧଜାହାଜ, ଦୂରତା ଥିଲା ମାତ୍ର ଏତିକି କିଲୋମିଟର, ଜାଣନ୍ତୁ କ’ଣ ଘଟିଲା

ତେହରାନ/ନୂଆଦିଲ୍ଲୀ,୧୬।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଆମେରିକା ନୌସେନାର ହର୍ମୁଜ ପ୍ରଣାଳୀ ଅବରୋଧ ସହିତ ମିଳିତ ହୋଇ ଏହି ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ପୃଷ୍ଠଭୂମି ମଧ୍ୟରେ, ଓମାନ ଉପକୂଳରେ ଏକ ବିରଳ ଏବଂ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ପରିଲକ୍ଷିତ…

ନିର୍ଦ୍ଧାରିତ ସମୟ ପୂର୍ବରୁ ଘୋଷଣା ହେଲା ଗ୍ରୀଷ୍ମ ଛୁଟି, ଜାଣନ୍ତୁ କେତେଦିନ ବନ୍ଦ ରହିବ ସ୍କୁଲ, ଶିକ୍ଷକଙ୍କ ପାଇଁ ଲାଗୁ ହେବ ନାହିଁ ନିୟମ

ରାୟପୁର,୧୬।୪: ଛତିଶଗଡ଼ରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ପରିସ୍ଥିତି ମଧ୍ୟରେ, ସରକାର ସାରା ରାଜ୍ୟରେ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି। ଗ୍ରୀଷ୍ମ ପ୍ରବାହର ବଢୁଥିବା ବିପଦ ଏବଂ ପିଲାମାନଙ୍କ ଉପରେ ଏହାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି, ଏପ୍ରିଲ…

ଆମେ ସମସ୍ତେ ଭାଗ୍ୟବାନ: କାହିଁକି ସଂସଦରେ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଲୋକସଭାରେ ନାରୀ ଶକ୍ତି ବନ୍ଦନ ବିଲ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଛନ୍ତି। ସେ କହିଛନ୍ତି, ଯେବେଠାରୁ ଆମ ଦେଶରେ ମହିଳା ସଂରକ୍ଷଣ ଉପରେ ଆଲୋଚନା ଆରମ୍ଭ ହୋଇଛି ଏବଂ ସେବେଠାରୁ ପ୍ରତ୍ୟେକ ନିର୍ବାଚନରେ…

ଦିଲ୍ଲୀ ବିମାନ ବନ୍ଦରରେ ଧକ୍କା ହେଲା ୨ ବିମାନ, ଯାତ୍ରୀ ବସିଥିବା ବେଳେ ୱିଙ୍ଗ୍…

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ବିମାନ ବନ୍ଦରରେ ଟଳିଗଲା ବଡ଼ ଦୁର୍ଘଟଣା । ରନଓ୍ବେରେ ଦୁଇଟି ବିମାନ ମଧ୍ୟରେ ଧକ୍କା ହୋଇଛି । ଅକାଶା ବିମାନକୁ ଧକ୍କା ଦେଲା ସ୍ପାଇସଜେଟ୍ ବିମାନ । ଦୁଇଟି ବିମାନର ୱିଙ୍ଗ୍ କ୍ଷତିଗ୍ରସ୍ତ ସୂଚନା ରହିଛି । ତେବେ…

ସଂସଦରେ ୩ ବିଲ୍‌ ଆଗତ: ଅମିତ ଶାହା-ଅଖିଳେଶ କଥା କଟାକଟି

ନୂଆଦିଲ୍ଲୀ,୧୬।୪: ମହିଳା ସଂରକ୍ଷଣ ଆଇନରେ ସଂଶୋଧନ ବିଚାର ଏବଂ ପାସ କରିବା ପାଇଁ ସଂସଦର ତିନି ଦିନିଆ ସ୍ବତନ୍ତ୍ର ଅଧିବେଶନର ପ୍ରଥମ ଦିନରେ ଗୁରୁବାର କେନ୍ଦ୍ର ସରକାର ତିନୋଟି ବିଲ ଆଗତ କରିଛନ୍ତି। କଂଗ୍ରେସ ଏବଂ ସମାଜବାଦୀ ପାର୍ଟି ସମେତ ଅନେକ…

ଟ୍ରମ୍ପଙ୍କ ତେଲ କିଣିବାକୁ ନେଇ ରୋକ୍‌ ଭିତରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଏଣିକି ପେଟ୍ରୋଲ-ଏଲପିଜିରେ…

ନୂଆଦିଲ୍ଲୀ,୧୬।୪: ଭାରତରେ ରୁଷର ରାଷ୍ଟ୍ରଦୂତ ଡେନିସ ଆଲିପୋଭ ସମ୍ପ୍ରତି ଭାରତ-ରୁଷ ସମ୍ପର୍କ, ପ୍ରତିରକ୍ଷା ସହଯୋଗ, ଶକ୍ତି ଯୋଗାଣ ଏବଂ ପରିବର୍ତ୍ତନଶୀଳ ବିଶ୍ୱ ଭୂ-ରାଜନୈତିକ ଦୃଶ୍ୟପଟ ସମ୍ପର୍କରେ ସ୍ପଷ୍ଟ ଭାବରେ କହିଛନ୍ତି। ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଦୁଇ ରାଷ୍ଟ୍ର ମଧ୍ୟରେ…

ହର୍ମୁଜ ଭଳି ବଡ଼ ରାସ୍ତା ବନ୍ଦ କରିବ ଚାଇନା! ସମୁଦ୍ରରେ ଲଗାଇଲା ବ୍ୟାରିକେଡ; ବିଶ୍ୱରେ ଚହଳ

ବେଜିଂ,୧୬।୪: ଚାଇନା ହର୍ମୁଜ ପ୍ରଣାଳୀ ଠାରୁ ମଧ୍ୟ ବଡ଼ ଏକ ସାମୁଦ୍ରିକ ପଥକୁ ଅବରୋଧ କରିବାକୁ ପ୍ରସ୍ତୁତ ହେଉଛି। ପ୍ରକୃତରେ, ଫିଲିପାଇନ୍ସ ଏବଂ ଜାପାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଚାଇନା ଦକ୍ଷିଣ ଚୀନ ସାଗରର ପ୍ରବେଶପଥକୁ ଆଂଶିକ ଭାବରେ ଅବରୋଧ…

ଐତିହାସିକ ପଦକ୍ଷେପ ନେବା ପୂର୍ବରୁ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି: ମା’-ଭଉଣୀମାନଙ୍କ…

ନୂଆଦିଲ୍ଲୀ,୧୬।୪: ଦେଶର ସମସ୍ତ ମହିଳାଙ୍କୁ ଗୁରୁବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଆଲୋଚନା ପୂର୍ବରୁ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ମହିଳାଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି, ମହିଳା ସଶକ୍ତୀକରଣରେ ଐତିହାସିକ ପଦକ୍ଷେପ…

ଡିଲିମିଟେଶନ୍‌ ବିରୋଧରେ ଭୋଟ ଦେବେ ବିପକ୍ଷ

ନୂଆଦିଲ୍ଲୀ/ଚେନ୍ନାଇ,୧୬ା୪(ପି.ଟି./ଏଜେନ୍ସି): ସଂସଦରେ ଗୁରୁବାରଠାରୁ ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ବିରୋଧୀ ଦଳଗୁଡ଼ିକର ନେତାମାନେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନୂଆଦିଲ୍ଲୀସ୍ଥିତ ସରକାରୀ ବାସଭବନରେ ଏକାଠି ହୋଇଛନ୍ତି। ବୈଠକ ଶେଷରେ ସ୍ଥିର ହୋଇଥିବା ରଣନୀତି…

ହର୍ମୁଜକୁ ନେଇ ଇରାନ ଆଗରେ ସର୍ତ୍ତ ରଖିଦେଲେ ଟ୍ରମ୍ପ, ନ ମାନିଲେ ହେବ ବଡ଼ ଯୁଦ୍ଧ

ଓ଼୍ବାଶିଂଟନ,୧୬।୪: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମାପ୍ତ କରିବା ପାଇଁ କୂଟନୈତିକ ପ୍ରୟାସ ପୁଣି ଆରମ୍ଭ ହୋଇଛି। ଉଭୟ ଦେଶ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ରାଜି ହୋଇଛନ୍ତି। ଏହି ଶାନ୍ତି ଆଲୋଚନା କେବେ ଏବଂ କେଉଁଠାରେ ହେବ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri