ଜାହାନିଆଁରେ ବାଲିଯାତ୍ରା: ଶ୍ରଦ୍ଧାଳୁଙ୍କ ଭିଡ଼

କାକଟପୁର, ୧୨।୧୧(ଡି.ଏନ୍‌.ଏ.): ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପୁରୀ ଜିଲା ଅସ୍ତରଙ୍ଗ ଉପକୂଳର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସର୍ବଧର୍ମ ସମନ୍ବୟ ପୀଠ ଜାହାନିଆଁଠାରେ ଅନୁଷ୍ଠିତ ହେଉଛି ବାଲିଯାତ୍ରା। ପ୍ରତ୍ୟୁଷରୁ ହଜାର ହଜାର ହିନ୍ଦୁ ଓ ମୁସଲମାନ ଶ୍ରଦ୍ଧାଳୁ ଜାହାନିଆଁରେ ପହଞ୍ଚି ଜାହାନିଆଁ ସାହେବଙ୍କ କଠଉ ଦର୍ଶନ କରିବା ସହ ପୀଠରେ ଲିଆ, କଦଳୀ ଭୋଗ କରିଛନ୍ତି। ଅନେକ ଶ୍ରଦ୍ଧାଳୁ ମାନସିକକରି ପୀର ପୀଠସ୍ଥିତ ବାଲିସ୍ତୁପରେ ନାଲି ପତାକା ପୋତିଛନ୍ତି। ଅନେକ ସମୁଦ୍ରରେ ସ୍ନାନକରି ବେଳଭୂମି ସଂଳଗ୍ନ ଝାଉଁ ବଣରେ ଭୋଜି କରୁଥିବା ଦେଖିବାକୁ ମିଳୁଛି। ପୀର ପଡ଼ିଆଠାରେ ମେଳା ଲାଗିଛି। ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri