ଚାଇନା ପାଇଁ ୪୫ ବର୍ଷର ପୁରୁଣା ଶପଥ ଭାଙ୍ଗିଲେ ଟ୍ରମ୍ପ, ଖୁସିରେ ଷ୍ଟେଜ ଉପରେ ପିଇଲେ ମଦ! ଜାଣନ୍ତୁ କାରଣ

ଓ୍ବାଶିଂଟନ,୧୪।୫:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ୪୫ ବର୍ଷ ପରେ ପ୍ରଥମ ଥର ପାଇଁ ସର୍ବସାଧାରଣରେ ମଦ୍ୟପାନ କରୁଥିବାର ଦେଖାଯାଇଛି । ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦ୍ୱାରା ଆୟୋଜିତ ଏକ ଭୋଜିରେ ଆମେରିକାର…

ପେଟ୍ରୋଲ-ଡିଜେଲକୁ ନେଇ ଭାରତର ଚିନ୍ତାର କାରଣ ନାହିଁ! ରୁଷିଆ ଯୋଗାଇବ…

ନୂଆଦିଲ୍ଲୀ/ମସ୍କୋ,୧୪।୫: ପଶ୍ଚିମ ଏସିଆରେ ସଂଘର୍ଷ ଆଉ ଅସ୍ତ୍ରଶସ୍ତ୍ର ସହିତ ଲଢ଼ାଯାଉନାହିଁ, ବରଂ ଅହଂକାର ସହିତ ଲଢ଼ାଯାଉଛି ଏବଂ ସମଗ୍ର ବିଶ୍ୱକୁ ଏହାର ପରିଣାମ ଭୋଗିବାକୁ ପଡୁଛି। ଅନେକ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି,…

ମୁଖ୍ୟମନ୍ତ୍ରୀ, ବିଚାରପତିଙ୍କୁ ପୋଷ୍ଟ କାର୍ଡ ପଠାଇଲେ ଚାଷୀ

କୋକସରା,୧୪ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପି-ପାସ୍‌ ପୋର୍ଟାଲ ଖୋଲିବା ଓ ପଞ୍ଜୀକରଣ ଦାବିରେ କୋକସରା କୃଷକ ସଚେତନ ମଞ୍ଚର ସଭାପତି ଚାଷୀନେତା ଶିବ ପ୍ରସାଦ ପ୍ରଧାନୀଙ୍କ ନେତୃତ୍ୱରେ ଅଞ୍ଚଳର ଶତାଧିକ ଚାଷୀଙ୍କ ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀ…

ଓକିଲଙ୍କ ପୋଷାକରେ ହାଇକୋର୍ଟରେ ନଜର ଆସିଲେ ମମତା, ବାର କାଉନସିଲ ଉଠାଇଲା ଏମିତି ପ୍ରଶ୍ନ ସଭିଏଁ ଆଶ୍ଚର୍ଯ୍ୟ!

କୋଲକାତା,୧୪।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଲିକତା ହାଇକୋର୍ଟରେ ଓକିଲଙ୍କ ପୋଷାକ ପିନ୍ଧି ହାଜର ହେବା ପରେ, ବାର୍‌ କାଉନସିଲ ଅଫ ଇଣ୍ଡିଆ (BCI) ପଶ୍ଚିମବଙ୍ଗ ବାର ପରିଷଦଠାରୁ ତାଙ୍କ ଆଇନଗତ ଅଭ୍ୟାସ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ ସ୍ଥାନ, IPL ୨୦୨୬ ମଧ୍ୟରେ BCCIର ବଡ଼ ଘୋଷଣା

ନୂଆଦିଲ୍ଲୀ,୧୪।୫: ଆଇପିଏଲ ୨୦୨୬ ପରେ ଭାରତ ଏ ଦଳ ଶ୍ରୀଲଙ୍କା ଏବଂ ଆଫଗାନିସ୍ତାନ ବିପକ୍ଷରେ ଏକ ଦିନିକିଆ ତ୍ରି-ସିରିଜ ଖେଳିବ। ପ୍ରଥମ ମ୍ୟାଚ ଜୁନ ୯ ତାରିଖରେ ଖେଳାଯିବ। ବିସିସିଆଇ ଏବେ ଏହି ସିରିଜ…

ଜୁନ୍ ୧୨ରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ନିରାଡମ୍ବର ପାଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୫: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଯେହେତୁ ବର୍ତ୍ତମାନ ପଶ୍ଚିମ-ଏସିଆ ପରିସ୍ଥିତି…

ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଲେ ଯୋଗାଣ ସଚିବ: ରାଜ୍ୟରେ ନାହିଁ…

ଭୁବନେଶ୍ୱର, ୧୪।୫: ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଇଛନ୍ତି ଯୋଗାଣ ବିଭାଗ ପ୍ରମୁଖ ସଚିବ। ସେ କହିଛନ୍ତି, ତେଲ ସଙ୍କଟ ଆଦୌ ନାହିଁ । ରାଜ୍ୟରେ ୨୦ରୁ ୨୨ଟି ତେଲ ଟାଙ୍କିରେ ଡ୍ରାଏ ଆଉଟ ସ୍ଥିତି ଦେଖାଦେଇଛି। ଡ୍ରାଏ ଆଉଟ…

ରାଜ୍ୟରେ ତେଲ ପାଇଁ ହାହାକାର: କେଉଁଠି ଲମ୍ବା ଲାଇନ୍‌ ତ କେଉଁଠି ତାଲା

ଭୁବନେଶ୍ୱର,୧୪ା୫: ରାଜ୍ୟର ବିଭିନ୍ନ ଜିଲାରେ ପେଟ୍ରୋଲ/ଡିଜେଲର ଅଭାବ ପରିଲକ୍ଷିତ ହୋଇଛି। କାଁ ଭାଁ ଯେଉଁ ପମ୍ପରେ ବି ତେଲ ମିଳୁଛି ସେଠି ଲମ୍ବା ଲାଇନ୍‌ ଲାଗୁଛି। ଏଥିସହିତ ଆବଶ୍ୟକୀୟ ପରିମାଣର ତେଲ ମଧ୍ୟ ମିଳୁ ନ ଥିବା ଉପଭୋକ୍ତାମାନେ ଅଭିଯୋଗ କରିଛନ୍ତି।…

ଭୁବନେଶ୍ୱରରେ ଘନେଇଲା ତେଲ ସଙ୍କଟ: ଆଉ ୨ଦିନ ପରେ ଗଡବନି ବସ୍‌!

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’ ବୋର୍ଡ ଲଗାଯାଇ ପମ୍ପଗୁଡ଼ିକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଛି। ଏଭଳି ସ୍ଥିତିରେ ଯେଉଁ…

ଭୁବନେଶ୍ୱରରେ ଆଉ ମିଳୁନି ପେଟ୍ରୋଲ, ଡିଲର ସଂଘ କହିଲେ ଆମ ପାଖରେ ଆଉ…

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’ ବୋର୍ଡ ଲଗାଯାଇ ପମ୍ପଗୁଡ଼ିକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଛି। ଏଭଳି ସ୍ଥିତିରେ ଯେଉଁ…

ଏହି ତାରିଖ ସୁଦ୍ଧା ଆଣ୍ଡାମାନ-ନିକୋବର ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪ା୫(ସୌମ୍ୟରଞ୍ଜନ ରାଉତ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଲଘୁଚାପ କ୍ଷେତ୍ର ବୁଧବାର ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। କିନ୍ତୁ ଏହା ଅବପାତର ରୂପ ନେବା ସମ୍ଭାବନା କମ୍‌ ରହିଛି। ଏପଟେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁର ଅଗ୍ରଗତି ପାଇଁ ସ୍ଥିତି ଧୀରେ ଧୀରେ ଅନୁକୂଳ…

ଏହି ତାରିଖରୁ ଓଡ଼ିଶା ସମେତ ଏହି ସବୁ ରାଜ୍ୟରେ ଆରମ୍ଭ ହେବ SIR, ଘରକୁ ଘର ଯାଇ ଯାଞ୍ଚ କରିବେ…

ଭୁବନେଶ୍ୱର, ୧୪।୫: ଭାରତୀୟ ନିର୍ବାଚନ କମିଶନ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR)ର ତୃତୀୟ ପର୍ଯ୍ୟାୟ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପର୍ଯ୍ୟାୟ ୧୬ଟି ରାଜ୍ୟ ଏବଂ ତିନୋଟି କେନ୍ଦ୍ରଶାସିତ ଅଞ୍ଚଳରେ କାର୍ଯ୍ୟକାରୀ ହେବ। ନିର୍ବାଚନ କମିଶନ କହିଛନ୍ତି…

ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ, ଆସିପାରେ ଏହି ବଡ଼ ନିଷ୍ପତ୍ତି, ସଙ୍କେତ ଦେଇ କହିଲେ…

ଭୁବନେଶ୍ୱର,୧୪ା୫: ଗୁରୁବାର ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସପ୍ତାହକ ଭିତରେ ଦ୍ବିତୀୟ ଥର ପାଇଁ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରାଯିବ। ମୁଖ୍ୟ ଶାସନ ସଚିବ, ଡିଜିପି ଉପସ୍ଥିତ…

ଉତ୍ତରପ୍ରଦେଶରେ ଶକ୍ତିଶାଳୀ ଝଡ଼ବାତ୍ୟା: ୧୦୦ରୁ ଅଧିକ ମୃତାହତ

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ଭଦୋହି, ବୁଦାଉଁ, ଫତେପୁର ଏବଂ ସୋନଭଦ୍ରା ଜିଲାରେ ବୁଧବାର ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ବାତ୍ୟାଝଡ଼ବାତ୍ୟା ହୋଇଛି। ଏହି ଝଡ଼ବାତ୍ୟାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି। ଫତେପୁର, ଭଦୋହିରେ, ବଦାଉଁରେ, ଚନ୍ଦୌଲିରେ  ଏବଂ ସୋନଭଦ୍ରା ଜିଲାରେ ମିଶି…

କେରଳମ୍‌ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କଲା କଂଗ୍ରେସ: ଏହି ବ୍ୟକ୍ତିଙ୍କ ମୁଣ୍ଡରେ ସୁନାକଳସ

ନୂଆଦିଲ୍ଲୀ,୧୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପ୍ରାୟ ୧୦ ଦିନ ପରେ ଆଜି କଂଗ୍ରେସ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରିଛି। ଭିଡି ସତିସନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଏହା ପୂର୍ବରୁ ଶୀର୍ଷ କଂଗ୍ରେସ ନେତାମାନଙ୍କର ଏକ ଉଚ୍ଚସ୍ତରୀୟ…

ସୁନା ସମ୍ପର୍କରେ କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା

ନୂଆଦିଲ୍ଲୀ,୧୪।୫: କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସରଳତାକୁ ଗ୍ରହଣ କରିବା ଏବଂ ସମ୍ବଳର ବିଚାରବନ୍ତ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ। ସୂତ୍ର ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ନିର୍ବାଚିତ ପ୍ରତିନିଧିମାନେ ସେମାନଙ୍କର ଆଚରଣ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri