ଆଜିର ଶିଶୁ କାଲିର ଭବିଷ୍ୟତ

ବ୍ରହ୍ମପୁର ଅଫିସ୍‌,୧୫।୧୧: ଗଜପତି ନଗରସ୍ଥିତ ଏକ୍ସ-ଜେନ୍‌ କଲେଜ ଅଫ୍‌ ଭିଜୁଆଲ୍‌ ଆର୍ଟଠାରେ ଶୁକ୍ରବାର ଦ୍ୱିତୀୟ ବାର୍ଷିକ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି । ତିନି ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରଦର୍ଶନରେ ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ପୂର୍ବତନ ଜିଲା ସଂସ୍କୃତି ଅଧିକାରୀ ତଥା କଲେଜର ଉପଦେଷ୍ଟା କୃଷ୍ଣଚନ୍ଦ୍ର ନିଶାଙ୍କ ଏବଂ ଖାତ୍ୟାନାମା କଳାକାର ଉମା ଆଚାରୀ ଉପସ୍ଥିତ ଥିଲେ । ଆଜିର ଶିଶୁ କାଲିର ଭବିଷ୍ୟତ ବିଷୟ ଉପରେ ଚିତ୍ରକଳା ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ...

ରଙ୍ଗୋଲିରେ ବରଗଡ଼ ଧନୁଯାତ୍ରା ମହୋତ୍ସବ

ବରଗଡ଼,୨୩।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଏଥର ଅଧିକ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପରିକଳ୍ପନା କରାଯାଇଛି। ଏହି କ୍ରମରେ ବିଗତ ବର୍ଷଭଳି ଏଥର ମଧ୍ୟ...

ନିଜ ସରକାରଙ୍କୁ ଚେତାବନୀ ଦେଲେ ଭାଜପା ବିଧାୟକ

ଜୟପୁର,୨୩।୧୨: ରାଜସ୍ଥାନ ଯୋଧପୁରର ସୁରସାଗର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଦେବେନ୍ଦ୍ର ଯୋଶୀଙ୍କ ଏକ ବୟାନ ଏବେ ଶିରୋନାମାରେ ପରିଣତ ହେଉଛି। ତାଙ୍କ ବୟାନ ପରେ ବିରୋଧୀ...

ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର

ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର...

ହେବକି ତୃତୀୟ ବିଶ୍ବଯୁଦ୍ଧ, ଆମେରିକା ନିର୍ମାଣ କରୁଛି ସବୁଠି ଘାତକ ଯୁଦ୍ଧଜାହାଜ

ନୂଆଦିଲ୍ଲୀ,୨୩।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେକୌଣସି ପରିସ୍ଥିତିରେ ରେକର୍ଡ ପରେ ରେକର୍ଡ କରିବାକୁ ଚାହାନ୍ତି । ଏହି ଲକ୍ଷ୍ୟରେ ଟ୍ରମ୍ପ ପ୍ରାୟତଃ ନାର୍ସିସିଜିମର ଚରମ...

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି।...

ମଧ୍ୟପ୍ରଦେଶରୁ ଏୟାରଲିଫ୍ଟ ହେଲା ବାଘୁଣୀ

ସେଓନି,୨୩ା୧୨: ମଧ୍ୟପ୍ରଦେଶର ସେଓନିସ୍ଥିତ ପେଞ୍ଚ ରିଜର୍ଭର ଏକ ବାଘୁଣୀ ୨୪ ଦିନ ପରେ ବନ ବିଭାଗ ଅଧିକାରୀଙ୍କ ହାତରେ ଧରାଦେଇଛି। ରବିବାର ଏହାକୁ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର...

Bangladesh Violence: ବାଂଲାଦେଶ ହିଂସା ଭିତରେ ବଡ଼ ଘୋଷଣା କଲେ ୟୁନୁସ୍, କହିଲେ ନିର୍ବାଚନ…

ନୂଆଦିଲ୍ଲୀ,୨୩।୧୨: ଦୁଇ ଦୁଇଟି ହତ୍ୟା ପରେ ଜଳୁଛି ବାଂଲାଦେଶ । ଏହାରି ଭିତରେ  ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଫେବୃଆରୀ ୧୨ ତାରିଖରେ ସାଧାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri