ଫିରିଙ୍ଗିଆ,୧୬ା୧୧: ଫିରିଙ୍ଗିଆ ଥାନା ଅଞ୍ଚଳରେ ଶନିବାର ୧୩୦ ଏକର ଜମିରେ ହୋଇଥିବା ଗଞ୍ଜେଇ ଗଛ କାଟି ନଷ୍ଟ କରାଯାଇଛି। ଯାହାର ଆନୁମାନିକ ମୁଲ୍ୟ ୧୩୦ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଗଞ୍ଜେଇ ଗଛ ଲଗା ଯାଇଥିବା ଜାଣିବା ପରେ ଭୃଙ୍ଗିଯୋଡି ପଞ୍ଚାୟତ ମହୁଲିଙ୍ଗିଆ, ଦଡିଲାଇ, କାରୁକାଜା, ଗାଜୁର ଘାଟି ଅଞ୍ଚଳରେ ଚଢ଼ାଉ କରାଯାଇ ବେଆଇନ ଗଞ୍ଜେଇ ଗଛକୁ କାଟି ନଷ୍ଟ କରା ଯାଇଥିଲା। ଏହି ଅଭିଯାନରେ ୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲା। ମାଜିଷ୍ଟ୍ରେଟ ଦାୟିତ୍ୱରେ ତହସିଲଦାର ପୁନମ ରାଉତ, ଥାନାଧିକାରୀ ପି.ଶ୍ୟାମସୁନ୍ଦର ରାଓ, ଅବକାରୀ ଇନ୍ସପେକ୍ଟର ଦେବୀ ମିଶ୍ର ପ୍ରମୁଖ ଏହି ଗଞ୍ଜେଇ କଟା ଅଭିଯାନରେ ସାମିଲ ଥିଲେ।
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ
ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...
Archives


