କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି ବିଭିନ୍ନ ଅନର୍ସରେ ଟପ୍ପର ହୋଇଛନ୍ତି। ବିଜ୍ଞାନ…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ ଶନିବାର ପୂର୍ବାହ୍ନରେ ରାସ୍ତାରୋକୋ କରିଥିଲେ। ସୂଚନାନୁଯାୟୀ,…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ ବାସଭବନକୁ ଯାଇ ଜନଗଣନା ଫର୍ମ ପ୍ରଦାନ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସରୋଜ ଖିଲାର…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ବନ ବିଭାଗ। ଅଭିଯୁକ୍ତ ଦୁଇଜଣ ହେଲେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା ବିପଦର ବନ୍ଧୁ, କବି ସମ୍ରାଟ ମିଡିଆ…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଏହାକୁ ଏକ ବୈଷୟିକ ତ୍ରୁଟି (Technical Glitch)…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ ହସ୍ପିଟାଲରେ ଆଡମିଟ୍‌ ହେବାର ୩ ଦିନ ପୂର୍ବରୁ କାର୍ଡରେ ପରୀକ୍ଷା ହେବ। ୩…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ NTA ତୁରନ୍ତ ଏକ ଅପଡେଟ ଜାରି କରି ଏକ ସଂଶୋଧିତ କାର୍ଯ୍ୟସୂଚୀ କାର୍ଯ୍ୟକାରୀ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି। ସୂଚନା ଅନୁଯାୟୀ, ସେ ଭୁବନେଶ୍ୱରରେ କାର୍ଯ୍ୟରତ…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା ଜିଲାର କୋଲନରା ବ୍ଲକରେ ଶୁକ୍ରବାର ନିଜ ସମର୍ଥକଙ୍କୁ ନେଇ ସେ ଶକ୍ତି ପ୍ରଦର୍ଶନ…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ କରିବାର କ୍ଷମତା ରଖେ ଏବଂ ‘ଜେନ ଜେଡ’ଙ୍କର ଦେଶ ପ୍ରତି ବିଶ୍ୱାସ ଅଛି…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ ପୋଲିସ ଏବଂ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ପୋଲିସର ଏହି ଏନକାଉଣ୍ଟରରେ…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ। ଏହି ଘଟଣା ପରେ ଚେହେରା ବା ମୁଖମଣ୍ଡଳରେ ପରିବର୍ତ୍ତନ ଆସିଲେ ଫେସିଆଲ ରେକଗ୍‌ନିଶନ…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର ଯାଇ ଲୋକମାନଙ୍କ ପାଇଁ ଦୁଇଟି ପରିଗଣନା ଫର୍ମ ପ୍ରଦାନ କରିବେ। ଏଥିରେ ଲୋକଙ୍କ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି ବଡ଼ ବିଜୟ ସହ ଗୁଜରାଟ ଫାଇନାଲ୍‌ରେ ପ୍ରବେଶ କରିଛି। ଆସନ୍ତା ୩୧ ମେ,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri