ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ ରୋଡ,୧୮ା୧୧(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ପୋଲିସ ରବିବାର ସନ୍ଧ୍ୟାରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଯାଜପୁର ଜିଲା ଅଞ୍ଚଳର ଉଷାରାଣୀ ଦାସ(୩୦)। ପୋଲିସ ସୂଚନା ଅନୁଯାୟୀ, ଉଷାରାଣୀ ଗତ କିଛିଦିନ ଧରି ଏହି ଥାନା ଅଧୀନ ବିଜେବି ନଗର ଅଞ୍ଚଳରେ ଭଡ଼ା ଘରେ ରହୁଥିଲେ। ସନ୍ଧ୍ୟା ପ୍ରାୟ ୭ଟାରେ କୌଣସି କାରଣକୁ ନେଇ ଉଷାରାଣୀ ଫ୍ୟାନରେ ଝୁଲୁଥିବା ନେଇ ଥାନାକୁ ସୂଚନା ମିଳିଥିଲା। ଖବରପାଇ ପୋଲିସ ପହଞ୍ଚତ୍ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପୋଲିସ ଅନୁସନ୍ଧାନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri