ଫର୍ଚୁନ ବିଜନେସ୍‌ ପର୍ସନ ଅଫ୍‌ ଦି ଇୟର ତାଲିକାରେ ୩ ଭାରତୀୟ

ନୂଆଦିଲ୍ଲୀ,୨୧-୧୧: ଫର୍ଚୁନ ପକ୍ଷରୁ ପ୍ରକାଶିତ ୨୦୧୯ ବିଜନେସ ପର୍ସନ ଅଫ୍‌ ଦି ଇୟର ତାଲିକାରେ ୩ ଭାରତୀୟ ସାମିଲ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ମାଇକ୍ରୋସଫ୍ଟ ସିଇଓ ସତ୍ୟ ନାଡେଲା, ମାଷ୍ଟର କାର୍ଡ ସିଇଓ ଅଜୟ ବାଙ୍ଗା ଏବଂ ଆରିଷ୍ଟାର ପ୍ରମୁଖ ନିର୍ବାହୀ ଜୟଶ୍ରୀ ଉଲ୍ଲାଲ ସାମିଲ ଅଛନ୍ତି। ତାଲିକାର ପ୍ରଥମ ସ୍ଥାନରେ ସତ୍ୟ ନାଡେଲା ଥିବା ବେଳେ ଅଷ୍ଟମ ସ୍ଥାନରେ ଅଜୟ ବାଙ୍ଗା ଏବଂ ୧୮ତମ ସ୍ଥାନରେ ଜୟଶ୍ରୀ ଉଲ୍ଲାଲ ରହିଛନ୍ତି। ଫର୍ଚୁନର ଏହି ସୂଚୀରେ ବ୍ୟବସାୟ ଜଗତର ୨୦ ପ୍ରମୁଖ ଲିଡରଙ୍କୁ ସାମିଲ କରାଯାଇଛି। ସାହସର ସହ ଲକ୍ଷ୍ୟ ହାସଲ ଦିଗରେ ଏମାନେ ନିଜର ଯୋଗଦାନ ରଖିଛନ୍ତି। ଚ୍ୟାଲେଞ୍ଜିଂ ସ୍ଥିତି ସାମ୍ନା କରିବା ସହ ଅଭିନବ ସମାଧାନ ବାହାର କରିବା ଦିଗରେ ଏହି ବ୍ୟକ୍ତିବିଶେଷଙ୍କ ବିଶେଷ ଯୋଗଦାନ ରହିଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ତାଲିକାର ପ୍ରଥମ ସ୍ଥାନରେ ଥିବା ସତ୍ୟ ନାଡେଲା ୨୦୧୪ ପରଠାରୁ ମାଇକ୍ରୋସଫ୍ଟର ମଙ୍ଗ ସମ୍ଭାଳିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri