ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ ମାଲିକ ସହ ୨ଜଣ ସହଯୋଗୀ ଆହତ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ ଏମ୍‌.ଏଡ୍‌ରେ ନାମଲେଖା ପାଇଁ ଜୁନ୍‌ ୩ରେ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡ଼ା ବିରୋଧ କରିଛନ୍ତି। ଯେଉଁମାନେ ଏହି…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ସରପଞ୍ଚ ବିଦେଶୀ ଧରୁଆଙ୍କ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି। ଗ୍ରୀଷ୍ମପ୍ରବାହକୁ ନେଇ ସ୍ଥିତିକୁ ନେଇ ମନ୍ତ୍ରୀ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ, ଆଲୋଚନାର ଫଟୋ ମଧ୍ୟ ଶେୟାର କରାଯାଇଥିଲା। ସାକ୍ଷାତ ବିଷୟରେ ମତାମତ ଦେଇ…

ସ୍ୱାମୀଙ୍କୁ ନ ଜଣାଇ ଝିଅର ବାହାଘର କରାଇଲେ ପତ୍ନୀ, କୋର୍ଟ ଦେଲେ ଛାଡପତ୍ର ଅନୁମତି

ଚେନ୍ନାଇ,୨୩।୫: ପତ୍ନୀ ଯଦି ସ୍ୱାମୀଙ୍କୁ ନଜଣାଇ କିମ୍ୱା ତାଙ୍କ ଅଗୋଚରରେ ଝିଅର ବିବାହ କରାଇ ଦିଅନ୍ତି, ତେବେ ତାହାକୁ ସ୍ୱାମୀଙ୍କ ପ୍ରତି ‘ମାନସିକ ନିର୍ଯାତନା’ ବୋଲି ଧରାଯିବ ଏବଂ ଏହି ଆଧାରରେ ବିବାହ ବିଚ୍ଛେଦ ହୋଇପାରିବ। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲାକୁ ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ…

ପାକିସ୍ତାନରେ ୬ଟଙ୍କା କମିଲା ପେଟ୍ରୋଲ, ହେଲେ ଭାରତରେ ବଢିଗଲା ଦର

ଇସଲାମବାଦ,୨୩।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତୈଳ (Crude Oil) ଉପରେ ଥିବା ଚାପ ମଧ୍ୟରେ ପଡ଼ୋଶୀ ଦେଶ ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ପାକିସ୍ତାନ ସରକାର ଗ୍ରାହକଙ୍କୁ ଆଶ୍ୱସ୍ତି ଦେଇ…

୫୧,୦୦୦ରୁ ଅଧିକ ଯୁବତୀଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି: ଆଗାମୀ ବର୍ଷଗୁଡ଼ିକରେ…

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ମୋଦି ୫୧,୦୦୦ରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ‘ରୋଜଗାର ମେଳା’ (ନିଯୁକ୍ତି ମେଳା)ରେ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ ବିଭିନ୍ନ ସରକାରୀ ବିଭାଗ ଏବଂ…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଉଭୟଙ୍କ ମଧ୍ୟରେ ଝଗଡା କୋହଲି ବ୍ୟାଟିଂ କରୁଥିବାବେଳେ ହୋଇଥିଲା। ମ୍ୟାଚ…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା ବୃଦ୍ଧି ପାଇଛି। ମେ ୧୯ ତାରିଖରେ ପେଟ୍ରୋଲ ମୂଲ୍ୟ ୮୭ ପଇସା ଏବଂ…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି। ବିଶେଷକରି ଡିଜିଟାଲ ଇକୋନୋମୀ ଜାତୀୟ ଅର୍ଥନୀତିର ପ୍ରମୁଖ ଆଧାର ହୋଇଛି। ଏହିକ୍ରମରେ ଭାରତ…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।  ଆସନ୍ତା ୬ ମାସ ପାଇଁ ଶକ୍ତି…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ ପହଞ୍ଚିଛନ୍ତି। ଏହାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri