ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା ପଡ଼ି ରହୁଥିବା ବେଳେ ଏହାକୁ ଉଠା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ କାର୍ଯ୍ୟାଳୟରୁ ଥାନା ଛକରେ ଥିବା ପ୍ରବାଦପୁରୁଷ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ମଙ୍ଗଳ ଚରଣ ଲେଙ୍କା…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଖେଳାଯିବ। ଭାରତୀୟ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ଦେବେନ୍ଦ୍ର ନାୟକ(୫୮)। ଏନେଇ ଥାନାରେ…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି ଯେ ସେମାନେ ମଧ୍ୟପ୍ରାଚ୍ୟରେ ଯୁଦ୍ଧରେ ସାମିଲ ହେବେ ନାହିଁ। ସ୍ପେନର ପ୍ରଧାନମନ୍ତ୍ରୀ ଆମେରିକା…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ ବର୍ଷର ବ୍ୟବଧାନ ପରେ, ଇରାନରୁ ଅଶୋଧିତ ତୈଳର ପ୍ରଥମ ପ୍ରେରିତ ମାଲ୍ ଭାରତରେ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ଦେଶରେ କେହି ମାଓବାଦୀ ରହିବେ ନାହିଁ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି କମର୍ସିଆଲ LPG ଦର ୨୦୭୮ ଟଙ୍କା ୫୦ ପଇସାରେ ପହଞ୍ଚିଛି। ଭୁବନେଶ୍ୱରରେ ୧୯…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ ବୟସ ୨୦୨୬ ଏପ୍ରିଲ ୧ ସୁଦ୍ଧା ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା। ଭାରତର ମହାପଞ୍ଜିକାର ତଥା ଜନଗଣନା ଆୟୁକ୍ତ ମୃତ୍ୟୁଞ୍ଜୟ କୁମାର ନାରାୟଣଙ୍କ ସୂଚନା ଅନୁଯାୟୀ,…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା ଇଣ୍ଟରନ୍ୟାଶନାଲ ଆଟମିକ୍‌ ଏନର୍ଜି ଏଜେନ୍ସି (ଆଇଏଇଏ) ମଧ୍ୟ ଅଭିଯୋଗ ସମ୍ପର୍କର ସ୍ପଷ୍ଟ କରିନାହିଁ।…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଗୁଜରାଟ ଟାଇଟନ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଯୁବ ବ୍ୟାଟର…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ନେଇ ବିବୃତି ରଖିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଆଶ୍ୱାସନା…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର ବନ୍ଧୁ ଦେଶମାନଙ୍କୁ ଏକ ଶକ୍ତ ସନ୍ଦେଶ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri