Posted inଜାତୀୟ

ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ନ ହେବାରୁ ଶିବସେନା ସମର୍ଥକଙ୍କ ଆତ୍ମହତ୍ୟା ଉଦ୍ୟମ

ମୁମ୍ବାଇ, ୨୪।୧୧: ମହାରାଷ୍ଟ୍ରରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେଙ୍କ ମୁଖ୍ୟମନ୍ତ୍ରୀ ହେବା ସ୍ବପ୍ନ ଭାଙ୍ଗି ଯାଇଛି। ଦେବେନ୍ଦ୍ର ଫଡନବୀଶ ଲଗାତର ଦ୍ୱିତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ହେବା ପରେ ଶିବସେନାର ଜଣେ ସମର୍ଥକ ଆତ୍ମହତ୍ୟା ପ୍ରୟାସ କରିଛନ୍ତି। ମୁମ୍ବାଇଠାରୁ ୫୮୦ କିମି ଦୂର ମନୋରାରେ ଏଭଳି ଘଟଣା ସାମ୍ନାକୁ ଆସିଛି। ପୋଲିସ ମୁତାବକ, ଓ୍ବାଶିମ୍‌ ଜିଲାର ଉମରି ଗ୍ରାମ ନିବାସୀ ବାଲୁ ଯାଦବ ଫଡନବୀଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା କଥା ଶୁଣି ବ୍ଲେଡରେ ନିଜ ହାତ କାଟିଦେଇଥିଲେ। ସ୍ଥାନୀୟ ଲୋକେ ଏବଂ ଟ୍ରାଫିକ୍‌ ପୋଲିସକର୍ମୀଙ୍କ ସହାୟତାରେ ଉକ୍ତ ଯୁବକଙ୍କୁ ସରକାରୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଉଦ୍ଧବ ଠାକ୍‌ରେଙ୍କ ମୁଖ୍ୟମନ୍ତ୍ରୀ ନ ହେବାରୁ ସେ ଏଭଳି ପଦକ୍ଷେପ ନେଇଥିବା ପୋଲିସକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ବଡ଼ ଘୋଷଣା କଲା ଇଣ୍ଡିଗୋ, ବିମାନ ବାତିଲରେ ପ୍ରଭାବିତ ହୋଇଥିବା ଯାତ୍ରୀଙ୍କୁ ମିଳିବ ଏତିକି ଟଙ୍କା କ୍ଷତିପୂରଣ

ନୂଆଦିଲ୍ଲୀ,୧୧।୧୨: ହଜାର ହଜାର ଯାତ୍ରୀ ସମ୍ମୁଖୀନ ହେଉଥିବା ଅସୁବିଧାକୁ ସ୍ବୀକାର କରି ଇଣ୍ଡିଗୋ ନିକଟରେ ବଡ଼ ଘୋଷଣା କରିଛି। କମ୍ପାନୀ ଘୋଷଣା କରିଛି ଯେ ଡିସେମ୍ବର...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri