ଜୁଆ ଆଡ୍ଡାରେ ଚଢାଉ: ୮ କୋର୍ଟଚାଲାଣ

ସୁନ୍ଦରଗଡ଼,୨୪।୧୧(ଡି.ଏନ୍‌ଏ.): ସୁନ୍ଦରଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ସୁବଲିଆ ଚକ୍ରାମାଲ ଗ୍ରାମରେ ଏକ ଜୁଆ ଆଡ୍ଡା ଉପରେ ଶୁକ୍ରବାର ଚଢାଉ କରଛି। ଏଥିରେ ସମ୍ପୃକ୍ତ ୮ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଏଥିସହିତ ନଗଦ ୨୪ ହଜାର ୫୦୦ ଟଙ୍କା, ୨ଟି ବାଇକ୍‌ ଓ ୬ଟି ମୋବାଇଲ ଜବତ କରାଯାଇଛି। ଅଭିଯୁକ୍ତମାନେ ହେଲେ ଶିଶିର ମହାରଣା, ଅଶୋକ ପାଣ୍ଡବ, ଦିଶାନ୍ତ କୁମାର ପଟେଲ, ରାଜୁ ମୁଣ୍ଡା, ମୌସମ ପଟେଲ, ନରୋତ୍ତମ ପଟେଲ, ସିଜୁ ମୁଣ୍ଡା ଓ ଜଗଦୀଶ ମୁଣ୍ଡା। ଏ ନେଇ ସଦର ଥାନାରେ ପୋଲିସ କେସ୍‌ ନଂ. ୨୪୯/୧୯ ରେ ଏକ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri