ଓଜନ କମାଇବାର ସହଜ ଉପାୟ

ଓଜନ କମାଇବାର ଏକ ସହଜ ତଥା ସରଳ ଉପାୟ ରହିଛି। ପୁଣି ଏଥିପାଇଁ ଅଧିକ ପରିଶ୍ରମ ମଧ୍ୟ କରିବାକୁ ପଡ଼ିବ ନାହିଁ। ବାସ୍‌, ପ୍ରତିଦିନ ଗୋଟିଏ କାମ ହିଁ କରିବାକୁ ପଡ଼ିବ। ତାହା କ’ଣ ଜାଣନ୍ତି ? ତଳେ ବସି ଖାଇବା। ଅର୍ଥାତ୍‌, ମେଦବହୁଳ ବ୍ୟକ୍ତି ଯଦି ପ୍ରତିଦିନ ତଳେ ବସି ଖାଆନ୍ତି ତେବେ ସେ ଏପରି ସମସ୍ୟାରୁ ଅନେକାଂଶରେ ଉପଶମ ଲାଭ କରନ୍ତି। ସିଡ୍‌ନୀ ୟୁନିଭର୍ସିଟିର ପୁଷ୍ଟିବିଜ୍ଞାନୀମାନେ ଏଭଳି ରୋଚକ ତଥ୍ୟ ଲୋକଲୋଚନକୁ ଆଣିଛନ୍ତି। ଓଜନକୁ କିପରି ସରଳ ଉପାୟରେ କମାଯାଇପାରିବ ସେ ନେଇ ସେମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ କେତେକଙ୍କୁ ପ୍ରତିଦିନ ତଳେ ବସି ଖାଇବାକୁ ପରାମର୍ଶ ଦିଆଯାଇଥିଲା। କେବଳ ସେତିକି ନୁହେଁ, ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ସେମାନଙ୍କର ଓଜନ ବୃଦ୍ଧିରେ ପରିବର୍ତ୍ତନ ହେଉଛି କି ନାହିଁ ତାହାକୁ ଲକ୍ଷ୍ୟ କରାଯାଇଥିଲା। ଆଶ୍ଚର୍ଯ୍ୟଜନକ ଭାବରେ ସେମାନଙ୍କ ମଧ୍ୟରୁ କେତେକଙ୍କ ଓଜନ କମୁଥିବା ଦେଖିବାକୁ ମିଳିଥିଲା ବୋଲି ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri