Posted inଜାତୀୟ

ଫଡ୍‌ନବିସଙ୍କ ଶକ୍ତିପରୀକ୍ଷା ପାଇଁ ୩୦ ଘଣ୍ଟାର ସମୟ ସୀମା: ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା ସଂଖ୍ୟାଗରିଷ୍ଠତାର ପ୍ରମାଣ; ହେବ ସିଧା ପ୍ରସାରଣ

ନୂଆଦିଲ୍ଲୀ,୨୬।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ଡ୍ରାମାକୁ ନେଇ ସୁପ୍ରିମ୍‌କୋର୍ଟ ମଙ୍ଗଳବାର ରାୟ ଦେଇଛନ୍ତି। ରାୟ ଅନୁସାରେ ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଶକ୍ତି ପରୀକ୍ଷାର ସମ୍ମୁଖୀନ ହେବେ। ଏହାର ସିଧାପ୍ରସାରଣ ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ ବିଧାୟକଙ୍କ ଶପଥ ଗ୍ରହଣ ପରେ ବିଧାନସଭାରେ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦିଆଯିବ। କୌଣସି ଗୁପ୍ତ ମତଦାନ ଦ୍ୱାରା ଏହା କରା ଯିବ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମ୍‌କୋର୍ଟରେ ଶିବସେନା-ଏନ୍‌ସିପି-କଂଗ୍ରେସ ପକ୍ଷରୁ କରାଯାଇଥିବା ଆବେଦନର ବିଚାର କରି ବିଚାରପତି ଏନ୍‌.ଓ୍ବି. ରମନା, ଅଶୋକ ଭୂଷଣ ଏବଂ ସଞ୍ଜିବ୍‌ ଖାନ୍ନାଙ୍କ ଦ୍ୱାରା ଗଠିତ ତିନି ଜଣିଆ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି। ଏବେ ଫଡ୍‌ନବିସ୍‌ଙ୍କ ହାତରେ ୩୦ ଘଣ୍ଟାର ସମୟ ସୀମା ରହିଛି। ଏହି ସମୟ ମଧ୍ୟରେ ଆବଶ୍ୟକ ମ୍ୟାଜିକ୍‌ ନମ୍ବର ହାସଲ ପାଇଁ ଭାଜପା ପକ୍ଷରୁ ଜୋର୍‌ସୋର୍‌ ଉଦ୍ୟମ ଆରମ୍ଭ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ବ୍ୟାଗରେ ଆଣୁଥିଲେ ୪ କୋଟିର ଗଞ୍ଜେଇ, ଭୁବନେଶ୍ବର ବିମାନ ବନ୍ଦରରେ ଜବତ କଲା କଷ୍ଟମ୍ ବିଭାଗ

ଭୁବନେଶ୍ବର,୩୦।୧୨:  ଭୁବନେଶ୍ବରରୁ ବିମାନ ବନ୍ଦରରୁ ଜବତ ହେଲା ଗଞ୍ଜେଇ । ୪ କୋଟିର ଗଞ୍ଜେଇ ଜବତ । ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହି ଗଞ୍ଜେଇ ଜବତ...

କେତେ ସମ୍ପତ୍ତି ଛାଡି ଦେଇ ଗଲେ ଖାଲେଦା ଜିଆ, ଜାଣନ୍ତୁ ତାଙ୍କର ନେଟ୍‌ ଓ୍ବର୍ଥ

ଢାକା,୩୦।୧୨: ବାଂଲାଦେଶୀ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ, ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ଖାଲେଦା ଜିଆଙ୍କ ମୃତ୍ୟୁ ପରେ, ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri