Posted inଜାତୀୟ

ଜଣେ ଭଗତ ସିଂ ଦେଶପାଇଁ ଜୀବନ ଦେଲେ ଅନ୍ୟ ଜଣେ ଗଣତନ୍ତ୍ରକୁ ହତ୍ୟା କଲେ: ସଞ୍ଜୟ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ରାୟ ପ୍ରକାଶ କରିଛନ୍ତି। ହେଲେ ଏହାପୂର୍ବରୁ ଶିବସେନା ନେତା ସଞ୍ଜୟ ରାଉତ ଏକ ଖବରଦାତା ସମ୍ମିଳନୀରେ ମହାରାଷ୍ଟ୍ର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଜଣେ ଭଗତ୍‌ ସିଂ ଦେଶପାଇଁ ଜୀବନ ଦେଇଥିବା ବେଳେ ଅନ୍ୟଜଣେ ଭଗତ୍‌ ସିଂ ଗଣତନ୍ତ୍ରର ହତ୍ୟା କରିଛନ୍ତି। ତେବେ ମହାରାଷ୍ଟ୍ରରେ ରାତାରାତି ଭାଜପା ନେତୃତ୍ୱାଧିନ ସରକାର ଗଠନ ହେବା ଓ ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କ ଶପଥପାଠ କରାଇବା ଏସବୁକୁ ଲକ୍ଷ୍ୟ କରି ସଞ୍ଜୟ ଏହା କହିଛନ୍ତି। ସମ୍ବିଧାନ ଦିବସ ଅବସରରେ ମହାରାଷ୍ଟ୍ରରେ ସତ୍ୟମେବ ଜୟତେକୁ ହତ୍ୟା କରାଯାଇଛି ବୋଲି ସେ କହିଛନ୍ତି। ଏବେ ୧୬୨ ବିଧାୟକଙ୍କ ସହ ସରକାର ଗଢିବାକୁ ଶିବସେନା ସୋମବାର ରାଜ ଭବନ ଯାଇଥିବା ବେଳେ ବୁଧବାର ଭାଜପା ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଯଦି ଏଥିରେ କିଛି ବ୍ୟତିକ୍ରମ ହେଲା ତେବେ ମହାରାଷ୍ଟ୍ର ରାଜନୀତି ଭିନ୍ନ ମୋଡ ନେଇପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିପ୍ସ ପ୍ୟାକେଟରେ ଥିବା ଖେଳଣା ହେଲା ବିସ୍ଫୋରଣ: ନାବାଳକଙ୍କ ଆଖି ନଷ୍ଟ, ଥାନାରେ ପହଞ୍ଚିଲେ ମା’ବାପା

ବଲାଙ୍ଗୀର,୧୩।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ଶଗଡ ଘାଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୂଚନାନୁଯାୟୀ, ଚିପ୍ସ ପ୍ୟାକେଟରେ ଥିବା...

ଭାରତ ସହ ବଡ଼ ଡିଲ୍‌, ଟ୍ରମ୍ପଙ୍କୁ ଝଟ୍‌କା!

ନୂଆଦିଲ୍ଲୀ,୧୩।୧: ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ପାଇଁ ଦୀର୍ଘ ସମୟ ଧରି ଚାଲିଥିବା ଆଲୋଚନା ଏବେ ଏକ...

୧୮ରୁ ଶୀତରେ ଲାଗିବ ବ୍ରେକ୍‌

ଭୁବନେଶ୍ୱର,୧୩ା୧: ରାଜ୍ୟର ପୁଣି ଲେଉଟିଛି ଶୀତ। ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବା ବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି...

ଅଟୋରେ ଯାଉଥିଲେ ୧୦ ଜଣ ଯାତ୍ରୀ, ଭରସାମ୍ୟ ହରାଇ ଘାଟିରେ ଓଲଟିପଡିଲା ଅଟୋ

ଗୁଣୁପୁର,୧୩।୧ (ସଂକେତ ପାତ୍ର): ରାୟଗଡା ଜିଲା ପୁଟାସିଂ ଥାନା ସିନ୍ଦୁବା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ଅଟୋ । ଅଟୋରେ ପ୍ରାୟ ୧୦ ଜଣ...

ଚାଇନା-ପାକିସ୍ତାନକୁ ଚେତାବନୀ ଦେଲା ଭାରତ: ଆମେ ସ୍ବାର୍ଥ ରକ୍ଷା ପାଇଁ…

ନୂଆଦିଲ୍ଲୀ,୧୩।୧: ଭାରତ ପୁଣିଥରେ ଶାକ୍ସଗାମ ଉପତ୍ୟକା ସମ୍ପର୍କରେ ଚାଇନା ଏବଂ ପାକିସ୍ତାନକୁ ସ୍ପଷ୍ଟ ବାର୍ତ୍ତା ଦେଇଛି। ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ପୁନର୍ବାର କହିଛନ୍ତି,...

ଆଉ ୧୦ ମିନିଟ୍‌ରେ ହେବନାହିଁ ଡେଲିଭରି: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୩।୧: କେନ୍ଦ୍ର ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କ ଦୃଢ଼ ପଦକ୍ଷେପ ପରେ, କ୍ୱିକ କମର୍ସ କମ୍ପାନୀ ବ୍ଲିଙ୍କିଟ ଏହାର ସମସ୍ତ ବ୍ରାଣ୍ଡ ପ୍ଲାଟଫର୍ମରୁ...

ସମସ୍ୟା ଦୂର ପାଇଁ ପ୍ରତିଶ୍ରୁତି ଦେଲେ ବିଡିଓ: ଭଲ ଶିକ୍ଷାଦାନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୩।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଭ୍ରମରବାଡ଼ି ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହାକୁ ବିଦ୍ୟାଳୟର...

‘ରାସ୍ତାରେ ବୁଲା କୁକୁରଙ୍କୁ ଖାଦ୍ୟ ଦେଲେ ରହିବେ ଦାୟୀ’: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୧: ବୁଲା କୁକୁର ସମ୍ପର୍କିତ ଏକ ମାମଲାର ଶୁଣାଣି କରି ମଙ୍ଗଳବାର ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି ଯେ କୁକୁର କାମୁଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri