ହାତୀ ଆକ୍ରମଣରେ ମହିଳାଙ୍କ ଜୀବନଗଲା

ବେତନଟୀ,୨୭।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଅଧୀନ ମେରଦା ଜଙ୍ଗଲ ନିକଟ କୁସୁମପୁର ଗ୍ରାମର ଜଣେ ମହିଳାଙ୍କ ବୁଧବାର ସକାଳେ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ମୃତା ହେଲେ ସୀତା ମାରେଣ୍ଡି(୫୫)।
ସୂଚନାନୁଯାୟୀ, ଆଜକୁ ୫ ଦିନ ହେବ ଉକ୍ତ ଅଞ୍ଚଳରେ ୪୨ରୁ ଊର୍ଦ୍ଧ୍ୱ ହାତୀପଲ ଧାନ ଫସଲ ଖାଇ ଉପଦ୍ରବ କରୁଥିବା ବେଳେ ବନ ବିଭାଗ ସେମାନଙ୍କ ଉପରେ ନଜର ରଖିଥିଲା। ସକାଳେ ହାତୀ ସୀତାଙ୍କ ଘର ଭାଙ୍ଗୁଥିବା ଦେଖି ସେମାନେ ଘର ଛାଡି ଦୌଡିଥିଲେ। ପରେ ହାତୀଟି ସୀତାଙ୍କୁ ଶୁଣ୍ଢରେ ଟେକି ଫୋପାଡି ଦେଇଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ତାଙ୍କୁ ବାରିପଦା ପିଆର୍‌ଏମ୍‌ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri