ପକାରୀ ସରପଞ୍ଚ ହେଲେ ମଙ୍ଗଳୁ କହଁର

ଫିରିଙ୍ଗିଆ, ୨୮ା୧୧- ଫିରିଙ୍ଗିଆ ବ୍ଲକ ପକାରୀ ଉପ ନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇଛି ା ମଙ୍ଗୁଳୁ କହଁର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବସୁଦେବ କହଁରଙ୍କୁ ୫୩ ଖଣ୍ଡ ଭୋଟରେ ପରାସ୍ତ କରି ନୂତନ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି।
ଫୁଲବାଣୀ ବିଧାୟକ ଅଙ୍ଗଦ କହଁରଙ୍କ ନିଜ ପଞ୍ଚାୟତ ହୋଇଥିବାରୁ ଏହି ଉପନିର୍ବାଚନ ଉପରେ ସମସ୍ତଙ୍କ ନଜର ଥିଲା ା ଗୁରୁବାର ପୂର୍ବାହ୍ନ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇ ଅପରାହ୍ନ ୨ ଟାରେ ସରିଥିଲା ା ୪ ପର୍ଯ୍ୟାୟରେ ଭୋଟ ଗଣତି ହୋଇଥିଲା ା ବସୁଦେବ କହଁରଙ୍କୁ ୪୯୦ ଖଣ୍ଡ ଭୋଟ ମିଳିଥିବା ବେଳେ ମଙ୍ଗୁଳୁଙ୍କୁ ୫୪୩ ଖଣ୍ଡ ମିଳିଥିଲା ା ବିଡିଓ ରଶ୍ମିରଞ୍ଜନ ମହନ୍ତ ମଙ୍ଗୁଳୁଙ୍କୁ ବିଜୟ ପତ୍ର ଦେଇଥିଲେ ା ଅପରାହ୍ନ ୩ଟାରେ ବ୍ଲକ କାର୍ଯ୍ୟାଳୟରୁ ମଙ୍ଗୁଳୁ ତାଙ୍କ ସମର୍ଥକଙ୍କୁ ଧରି ଶୋଭାଯାତ୍ରାରେ ଫିରିଙ୍ଗିଆ ସହରର ଦେଇ ମା’ ପିତାବଳି ମନ୍ଦିର ପର୍ଯ୍ୟନ୍ତ ଯାଇଥିଲେ ା ଗୋଲକ ବିହାରୀ କହଁରଙ୍କ ନେତୃତ୍ୱରେ ରଘୁପତି କହଁର, ଫିରିଙ୍ଗିଆ ସରପଞ୍ଚ ବିଶ୍ୱରଞ୍ଜନ କହଁରଙ୍କ ସମେତ ଅନ୍ୟମାନେ ଶୋଭାଯାତ୍ରାରେ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା...

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ...

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ଭଞ୍ଜନଗରରେ କାଳବୈଶାଖୀ ତାଣ୍ଡବ

ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ହେବାରୁ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ୨୨ଟି...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri