ଗୁଜୁରାତିରେ ରହିଛି ଅନେକ ଔଷଧୀୟ ଗୁଣ

ଗୁଜୁରାତି ଖାଲି ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ। ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ଜାଣନ୍ତୁ  ଏ ସମ୍ପର୍କରେ…

– ଗୁଜୁରାତି ଖାଇବା ଦ୍ୱାରା ପାଚନକ୍ରିୟା ସହଜ ହୋଇଥାଏ। ପ୍ରତିଦିନ ସକାଳେ ୪/୫ଟି ଗୁଜୁରାତି ପାଣିରେ ଭିଜାଇ ଏହାର ପାଣି ପିଇଲେ ସ୍ବାସ୍ଥ୍ୟ ପାଇଁ ବହୁ ଲାଭଦାୟକ। ପାଚନ ପ୍ରକ୍ରିୟା ସମ୍ବନ୍ଧୀୟ ସମସ୍ତ ସମସ୍ୟା ଦୂର ହୁଏ।

– ଗୁଜୁରାତିରୁ ଆଣ୍ଟି ଅକ୍ସିଡାଣ୍ଟ ମିଳିଥାଏ। ଯାହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ। ଯେଉଁମାନଙ୍କର ଡାଇବେଟିସ ରହିଛି, ସେମାନେ ଚା’ରେ ଗୁଜୁରାତି ମିଶାଇ ପିଇଲେ ଇନ୍‌ସ୍ୟୁଲିନ୍‌ ସ୍ତର କମ୍‌ ରହିଥାଏ।

– କାଶ ହେଉଥିଲେ ରାତିରେ ଅଳ୍ପ ଉଷୁମ ପାଣିରେ କିଛି ଗୁଜୁରାତି ଭିଜାଇ ଏହାର ପାଣି ୩/୪ ଦିନ ପର୍ଯ୍ୟନ୍ତ ପିଇଲେ ଆରାମ ମିଳିଥାଏ।

– ଗୁଜୁରାତି ଓଜନ କମ୍‌ କରିବାରେ ସହାୟକ ହୋଇଥାଏ। ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ଏଥିରେ କିଛି ଗୁଜୁରାତି ପକାଇଲେ ମେଦବହୁଳତା ସମସ୍ୟାରୁ ମୁକ୍ତି ମିଳିଥାଏ।

– ଦିନକୁ ୨/୩ଟି ଗୁଜୁରାତି ଖାଇଲେ ନର୍ଭସନେସ୍‌ ଦୂର ହୋଇଥାଏ।

– ରକ୍ତଚାପ ସମସ୍ୟା ଦୂର କରେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri