ଉଦ୍ଧାର ହେଲା କୁମ୍ଭୀର ମୃତଦେହ

ରାଜନଗର,୨୯।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀ ନଦୀ କୂଳରେ ଥିବା ରାଜଗଡ଼ ଗାଁ ନିକଟରୁ ଶୁକ୍ରବାର ୬ ଫୁଟ ଲମ୍ବର ଏକ କୁମ୍ଭୀର ମୃତଦେହ ଉଦ୍ଧାର କରାଯାଇଛି। ତେବେ କୁମ୍ଭୀରଟିର ମୃତ୍ୟୁ ନେଇ ସଠିକ୍‌ ତଥ୍ୟ ମିଳିପାରି ନାହିଁ। ଖବର ପାଇ ରାଜନଗର ରେଞ୍ଜର ସୁର୍‌ଜିତ ସାହୁ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ଭୟଙ୍କର ଦୁର୍ଘଟଣା ବାଇକ୍‌କୁ ଘୋଷାଡି ନେଲା ବସ୍‌: ଚକା ତଳେ ଗଲା ୩ ଜୀବନ

ବାରିପଦା,୨।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡା ରାଣାବନ୍ଧ ଅଞ୍ଚଳ ୨୨୦ ନଂ ଜାତୀୟ ରାଜପଥରେ ଶୁକ୍ରବାର ଏକ...

ପ୍ରସ୍ତୁତି ଚୂଡ଼ାନ୍ତ: ୪ରୁ ସମ୍ବଲପୁର ଲୋକ ମହୋତ୍ସବ

ସମ୍ବଲପୁର,୨ା୧(ବି.ଶଙ୍କର): ଓଡ଼ିଶା ସରକାରଙ୍କ ଭଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲା ସଂସ୍କୃତି ପରିଷଦ ସମ୍ବଲପୁରର ମିଳିତ ଆନୁକୂଲ୍ୟରେ ଲୋକ ମହୋତ୍ସବ-୨୦୨୬ ଚଳିତ ମାସ ୪ରୁ...

ପ୍ରବଳ ଥଣ୍‌ଡା ଓ କୁହୁଡି ଯୋଗୁ ସ୍କୁଲ-କଲେଜ ଛୁଟି ଘୋଷଣା, ମୁଖ୍ୟମନ୍ତ୍ରୀ ଜାରି କଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୧: ଘନ କୁହୁଡ଼ି ଏବଂ ପ୍ରବଳ ଥଣ୍ଡାକୁ ଦୃଷ୍ଟିରେ ରଖି, ରାଜ୍ୟ ସରକାର ରାଜ୍ୟର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ପାଇଁ ଜାନୁଆରୀ 5...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri