Odisha Elections 2024

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ତୁମୁଡିବନ୍ଧ,୩୦ା୧୧(ଡି.ଏନ୍‌.ଏ.): ଜଣେ ନାବାଳିକା(୧୪)ଙ୍କୁ ବଳାତ୍କାର କରାଯାଇଥିବା ନେଇ ତୁମୁଡ଼ିବନ୍ଧ ଥାନାରେ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ପୋଲିସ ନଂ.୮୫/୧୯ରେ ମାମଲା ରୁଜୁକରି ନାବାଳିକାଙ୍କ ପଡୋଶୀ ଶମ୍ଭୁ ମହାରଣାଙ୍କୁ ଗିରଫ କରିଛି। ଗତ ଗୁରୁବାର ସନ୍ଧ୍ୟାରେ ଶମ୍ଭୁ ସମ୍ପୃକ୍ତ ନାବାଳିକାଙ୍କୁ ମୋବାଇଲ ଦେଖାଇବା ବାହାନାରେ ଏକ ଅନ୍ଧାରିଆ ସ୍ଥାନକୁ ଡାକିନେଇ ବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ ନାବାଳିକାଙ୍କ ମା’ ଜାଣିବାପରେ ଗୁରୁବାର ରାତିରେ ତୁମୁଡ଼ିବନ୍ଧ ଥାନାରେ ଏତଲା ଦେଇଥିଲେ। ଶୁକ୍ରବାର ପୋଲିସ ଶମ୍ଭୁଙ୍କୁ ଗିରଫ କରିଥିଲା। ଉଭୟଙ୍କ ଡାକ୍ତରୀମାଇନା ପରେ ପୀଡିତାଙ୍କ ବୟାନ ରେକର୍ଡ ପାଇଁ ଫୁଲବାଣୀ ମାଜିଷ୍ଟ୍ରେଟଙ୍କ ନିକଟକୁ ପଠାଯାଇଥିବା ତଦନ୍ତକାରୀ ଅଫିସର ଜୟନ୍ତ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା

ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍‌...

ଝାମ୍ପି ନେଇଗଲେ ୧୦ କେଜି ରୂପା

ବାଲିଗୁଡ଼ା,୨୪।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ପାଟଖଣ୍ଡା ସାହିରେ ରୂପା ବ୍ୟବସାୟୀଙ୍କଠାରୁ କେତେଜଣ ଲୁଟେରା ୧୦କିଲୋ ରୂପା ଝାମ୍ପି ନେଇ ଫେରାର...

ଅଷ୍ଟ ପ୍ରହର ନାମ ଯଜ୍ଞ ବିସର୍ଜନରେ ଅଘଟଣ

ଖଜୁରୀପଡ଼ା ୨୩।୫( ବିଦୁର ବେହେରା): ଅଷ୍ଟ ପ୍ରହର ନାମ ଯଜ୍ଞ ବିସର୍ଜନ ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଖଜୁରୀପଡ଼ା ଥାନା ଅନ୍ତର୍ଗତ...

କନ୍ଧମାଳର ୨ଟି ବୁ୍‌ଥ୍‌ରେ ଚାଲିଛି ସାନି ମତଦାନ

କଣ୍ଟାମାଳ,୨୩।୫:ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକ ସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ବୁଥ୍‌ ନମ୍ବର ୨୬ ଏବଂ ୨୮ରେ...

କାଳବୈଶାଖୀରେ ଉପୁଡ଼ିଲା ଗଛ, ଛିଡ଼ିଲା ବିଦ୍ୟୁତତାର

ଦାରିଙ୍ଗବାଡ଼ି,୨୨ା୫(ଅରୁଣ ସାହୁ): କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି ଫଳରେ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବିଦ୍ୟୁତ ବିଭ୍ରାଟ ଦେଖାଯାଇଛି। ଏକାଧିକ ପଞ୍ଚାୟତ...

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

ଭୋଟ ଦେବାକୁ ଆସିଥିବା ଲୋକଙ୍କ ଉପରେ ଖସିଲା ସାଇନବୋର୍ଡ : ଶିଶୁ ସମେତ ୫ ଗୁରୁତର ଆହତ

ଦାରିଙ୍ଗବାଡି, ୨୦।୫ (ଅରୁଣ ସାହୁ): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ଚାଲିଛି। ମତଦାନବେଳେ ଏକ ଦୁର୍ଘଟଣା ଘଟିଛି। ସାଇନବୋର୍ଡ଼ ଖସି ଯିବାରୁ ଜଣେ...

ଜି ଉଦୟଗିରିରେ ୧୧ଟା ସୁଦ୍ଧା ୨୦% ମତଦାନ

ଜି ଉଦୟଗିରି,୨୦।୫(ଶିଶିର ପଟ୍ଟନାୟକ): ଜି ଉଦୟଗିରି ବିଧାନସଭା ଓ ଫୁଲବାଣୀ ଲୋକ ସଭା ଆସନ ନିମନ୍ତେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri