ପାଇକମାଳ ଅଞ୍ଚଳରେ ମାଓବାଦୀ ପୋଷ୍ଟର

ବରଗଡ଼ ଅଫିସ,୧।୧୨: ବରଗଡ଼ ଜିଲା ପାଇକମାଳ ଅଞ୍ଚଳରେ ଦୀର୍ଘଦିନ ବ୍ୟବଧାନ ପରେ ପୁଣି ମାଓବାଦୀ ଗତିବିଧି ପରିଲକ୍ଷିତ ହୋଇଛି। ରବିବାର ପାଇକମାଳ-ନୂଆପଡ଼ା ରାସ୍ତା ପାଶର୍‌ବରେ ରହିଥିବା ଚେରେଙ୍ଗାଝଞ୍ଜ ବସଷ୍ଟାଣ୍ଡ ପାଖରେ ମାଓବାଦୀ ପୋଷ୍ଟର ଓ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ବ୍ୟାନର, ପୋଷ୍ଟରରେ ଆସନ୍ତା ୨ ରୁ ୮ ତାରିଖ ପର୍ଯ୍ୟନ୍ତ ପିଏଲ୍‌ଜିଏ ସ୍ଥାପନ ସପ୍ତାହ ପାଳନ କରିବାକୁ ଅନୁରୋଧ କରାଯାଇଛି । ପୋଷ୍ଟର ଓ ବ୍ୟାନର ତଳେ ଭାକପା (ମାଓବାଦୀ) ଗନ୍ଧମାର୍ଦ୍ଦନ-ସରିଆ କମିଟି ଉଲ୍ଲେଖ ରହିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri