ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ ଭିଡ଼ମୁକ୍ତ କରିବାପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ ଉତ୍ତରାଧିକାରୀ ଭାବେ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କୁ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି ଶନିବାର ସାରା ରାଜ୍ୟରେ ବର୍ଷା ହେବା…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ ସର୍ବୋଚ୍ଚ ଅଦାଲତ ହାଇକୋର୍ଟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।…

ଡ୍ରୋନ୍‌ ଯୋଗେ ପାକ୍‌ ଏଜେଣ୍ଟଙ୍କ ପାଖକୁ ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦ା୫: ପାକିସ୍ତାନ ସହ ସମ୍ପୃକ୍ତ ଥିବା ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ୪ ରାଜ୍ୟର ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଭାରତର ବିଭିନ୍ନ ସହରରେ ବିସ୍ଫୋରଣ ଘଟାଇବାକୁ ପାକ୍‌…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ ଟ୍ରେନ୍‌ରେ ଅସ୍ଥାୟୀ ଭାବେ…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ। ଏହି ଘଟଣା ପରେ ଚେହେରା ବା ମୁଖମଣ୍ଡଳରେ ପରିବର୍ତ୍ତନ ଆସିଲେ ଫେସିଆଲ ରେକଗ୍‌ନିଶନ…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର ଯାଇ ଲୋକମାନଙ୍କ ପାଇଁ ଦୁଇଟି ପରିଗଣନା ଫର୍ମ ପ୍ରଦାନ କରିବେ। ଏଥିରେ ଲୋକଙ୍କ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି ବଡ଼ ବିଜୟ ସହ ଗୁଜରାଟ ଫାଇନାଲ୍‌ରେ ପ୍ରବେଶ କରିଛି। ଆସନ୍ତା ୩୧ ମେ,…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ ଶାରୀରିକ ସମ୍ପର୍କ ରଖି ଆସୁଥିଲେ। ଏ ନେଇ ସ୍ବାମୀ ସୂଚନା ପାଇବା ପରେ…

କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର

ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ  ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା ଧରି କାଳବୈଶାଖୀ ତାଣ୍ଡବ ରଚିଥିଲା। ପ୍ରବଳ ପବନ ଓ ବର୍ଷାର ପ୍ରଭାବରେ ଅଞ୍ଚଳରେ…

ଚେତାବନୀ ଦେଲା WMO, ଆସନ୍ତା ୫ ବର୍ଷରେ ବିଶ୍ୱରେ ରେକର୍ଡ କରିବ…

ଜେନେଭା,୨୯ା୫: ଆସନ୍ତା ୫ ବର୍ଷରେ ବିଶ୍ୱର ତାପମାତ୍ରା ରେକର୍ଡ ଅତିକ୍ରମ କରିବ। ଏମିତି ଏକ ଆକଳନ କରିଛି ବିଶ୍ୱ ପାଣିପାଗ ସଂଗଠନ (WMO)। ୨୦୨୬ରୁ ୨୦୩୦ ମଧ୍ୟରେ ତାପମାତ୍ରା ୧.୩ରୁ ୧.୯ ଡିଗ୍ରୀ ଅଧିକ ରହିବ। ୧୮୫୦ରୁ ୧୯୦୦ ହାରାହାରି ତାପମାତ୍ରା…

କମିଗଲା ସୁନା ରେଟ୍‌: ୨୪-୨୨ କ୍ୟାରେଟ୍‌ ଏବେ ଅଛି…

ନୂଆଦିଲ୍ଲୀ,୨୯।୫: ଆଜି ସାରା ଦେଶରେ ସୁନା ଏବଂ ରୂପା ମୂଲ୍ୟରେ ହ୍ରାସ ଘଟିଛି। ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୪୦୦-୫୦୦ ହ୍ରାସ ପାଇଛି। ଫଳସ୍ବରୂପ ସୁନା ମୂଲ୍ୟ ଏବେ ୧୫୫,୯୦୦ରୁ ୧୫୬,୧୦୦କୁ ହ୍ରାସ ପାଇଛି। ଆଜି ୨୨…

କକ୍ରୋଚ୍‌ ଜନତା ପାର୍ଟିକୁ ବଡ଼ ଝଟ୍‌କା, ‘X’ହ୍ୟାଣ୍ଡେଲକୁ ନେଇ କୋର୍ଟ ଦେଲେ ଏମିତି ରାୟ…

ନୂଆଦିଲ୍ଲୀ,୨୯ା୫: କକ୍ରୋଚ୍‌ ଜନତା ପାର୍ଟି (CJP)କୁ ଏକ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର ଅଭିଜିତ୍‌ ଦୀପକେଙ୍କ ନେତୃତ୍ୱାଧୀନ କକ୍ରୋଚ ଜନତା ପାର୍ଟି (CJP)ର ସୋସିଆଲ ମିଡିଆ ଆକାଉଣ୍ଟଗୁଡ଼ିକୁ ତୁରନ୍ତ ପୁନଃ ଚାଲୁ କରିବାକୁ ଦିଲ୍ଲୀ ହାଇକୋର୍ଟ ମନା କରିଦେଇଛନ୍ତି। ଜଷ୍ଟିସ୍‌ ପୁରୁଷେନ୍ଦ୍ର…

ବଡ଼ ସୂଚନା ଦେଲେ IMD ଡିଜି, ଚାଷୀ ଶୁଣିଲେ…

ନୂଆଦିଲ୍ଲୀ,୨୯।୫: ଭାରତୀୟ ପାଣିପାଗ ବିଭାଗ (IMD) ମୌସୁମୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପୂର୍ବାନୁମାନ କରିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନେଇ ଶୁକ୍ରବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ, ପାଣିପାଗ ବିଭାଗ ଜୁନ୍‌ ମାସରେ ସ୍ୱାଭାବିକଠାରୁ କମ୍‌ ବର୍ଷା ହୋଇପାରେ ବୋଲି…

ଏହି ଦେଶକୁ ଉଡ଼ାଇଦେବାକୁ ଧମକ ଦେଲେ ଟ୍ରମ୍ପ: ସାରା ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୨୯ା୫:ହର୍ମୁଜ୍‌ ପ୍ରଣାଳୀକୁ ନେଇ ଇରାନ ଓ ଆମେରିକା ମଧ୍ୟରେ ଲାଗି ରହିଥିବା ବିବାଦ ତୁଟି ନ ଥିବାବେଳେ ଏବେ ଓମାନକୁ ନେଇ ପୁଣି ବିବାଦ ମୁଣ୍ଡ ଟେକିଛି। ହର୍ମୁଜ୍‌କୁ ସ୍ବାଭାବିକ କରିବା ପ୍ରକ୍ରିୟାରେ ଓମାନ ମୁଣ୍ଡ ପୂରାଇଥିବାରୁ ଏହାକୁ ଉଡ଼ାଇ ଦେବାକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri