ସ୍ବେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇଏଏସ୍‌ ଗଗନ ଧଳ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍‌ଡିସି) ତଥା ବରିଷ୍ଠ ଆଇଏଏସ୍‌ ଗଗନ ଧଳ ସୋମବାର ନିଜ ପଦବୀରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଭିଆରଏସ ପାଇଁ ଆବେଦନ କରିଥିଲେ। ଯାହାକୁ ସରକାର ଗ୍ରହଣ କରିଛନ୍ତି। ୧୯୮୫ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଗଗନ ଧଳଙ୍କୁ ଗତ ଅଗଷ୍ଟ ମାସରେ ଓଏଫ୍‌ଡିସି ପଦବୀରେ ନିଯୁକ୍ତି ଦିଆଯାଇଥିଲା। ଏହା ପୂର୍ବରୁ ସେ କୃଷି ଉତ୍ପାଦନ କମିଶନର(ଏପିସି) ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି।...

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି...

୧୦ରେ ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ମୋଦି

ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

ଭୁବନେଶ୍ୱର,୪।୫: ଓଡ଼ିଶାରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଓଡିଶା ଆସିବେ କଂଗ୍ରେସ ହେବିୱେଟ୍। ଶନିବାର କଂଗ୍ରେସ ପକ୍ଷରୁ ଓଡ଼ିଶା ପାଇଁ ୪୦...

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri