ଜଙ୍ଗଲ ସୁରକ୍ଷା ନେଇ ବନ ବିଭାଗର ପ୍ରୟାସ: ଜଙ୍ଗଲ ନିକଟ ଗ୍ରାମବାସୀଙ୍କୁ ମାଗଣା ଗ୍ୟାସ ସଂଯୋଗ ବଣ୍ଟନ

ଶେରଗଡ଼,୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ନିକଟସ୍ଥ ମଛାକୋଟ ଗ୍ରାମରେ ବୁଧବାର ବନ ବିଭାଗ ପକ୍ଷରୁ ମାଗଣା ଗ୍ୟାସ ସଂଯୋଗ ବଣ୍ଟନ କରାଯାଇଛି। ଏଥିରେ ଆଞ୍ଚଳିକ ବନ ସଂରକ୍ଷକ ସୁରେଶ ପନ୍ଥ ଓ ଜିଲା ବନଖଣ୍ଡ ଅଧିକାରୀ ସତ୍ୟନାରାୟଣ ବେଉରା ଯୋଗ ଦେଇ ୬୦ଜଣ ହିତାଧିକାରୀଙ୍କୁ ମାଗଣାରେ ଗ୍ୟାସ ସଂଯୋଗ ସହ ସମସ୍ତ ଉପକରଣ ବଣ୍ଟନ କରିଥିଲେ। ଗ୍ରାମ ନିକଟରେ ଥିବା ଜଙ୍ଗଲର ସୁରକ୍ଷା ସହ ଜଙ୍ଗଲର ସରକ୍ଷା ଉପରେ ଗୁରୁତ୍ୱ ଦେବା ପାଇଁ ଅଧିକାରୀମାନେ କହିଥିଲେ। ଜଙ୍ଗଲ ନିକଟରେ ଥିବା ସମସ୍ତ ଗ୍ରାମର ପରିବାର ଗ୍ୟାସ ଚୁଲା ବ୍ୟବହାର କରିବା ଉଚିତ। ତାହାହେଲେ ଯାଇ ଜଙ୍ଗଲ ସୁରକ୍ଷିତ ହେବା ସହ ଆମର ଆଗାମୀ ପିଢ଼ି ସୁରକ୍ଷିତ ରହିବେ ବୋଲି ଉକ୍ତ କାର୍ଯ୍ୟକ୍ରମରେ କୁହାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଆସିକା ରେଞ୍ଜର ହରିହର ମଲ୍ଲିକ, ଫରେଷ୍ଟର ପି. ସୁରଜ କୁମାରଙ୍କ ସମେତ ଶୁଭଶ୍ରୀ ଶତପଥୀ ଏବଂ ଗ୍ରାମବାସୀମାନେ ଯୋଗ ଦେଇଥିଲେ। ୬୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଗ୍ରୀନ୍‌ ଇଣ୍ଡିଆ ପକ୍ଷରୁ ବନ ବିଭାଗ ଜରିଆରେ ମାଗଣା ଗ୍ୟାସ ବଣ୍ଟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

୨୪ ନୂଆ ଏନଏସି, ୫ ମ୍ୟୁନିସିପାଲଟି ପାଇଁ ବିଜ୍ଞପ୍ତି ପ୍ରକାଶ: ଗଞ୍ଜାମ ଜିଲାର ଏହି ସବୁ ଅଞ୍ଚଳ…

ଛତ୍ରପୁର, ୨୩।୧୨ (ଦିଲ୍ଲୀପ ସାମଲ): ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ପାଲଲହଡା,...

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri