ଛତ୍ରବଜାରରେ ପିଆଜ ଦର ୧୨୦ ଛୁଇଁଲା

କଟକ ଅଫିସ୍‌,୪।୧୨: ଗଲା କିଛି ଦିନ ଧରି ପିଆଜର ଉତ୍କଟ ଅଭାବ ସୃଷ୍ଟି ହୋଇଥିବା ବେଳେ ବୁଧବାର ଦର ରେକର୍ଡ ଭାଙ୍ଗିଛି। ସପ୍ତାହକ ତଳେ ପିଆଜ କିଲୋ ପ୍ରତି ୮୦ରୁ ୧୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଶହେ ୧୨୦ ଟପିଛି। ଛୋଟ ଛୋଟ ଦୋକାନ କିମ୍ବା ଦୂରଦୂରାନ୍ତ ନୁହେଁ, ରାଜ୍ୟର ସବୁଠୁ ବଡ଼ ପରିବା ହୋଲସେଲ ମାର୍କେଟ କଟକ ଛତ୍ର ବଜାରରେ ୧୨୦ ଟଙ୍କା ଉପରେ ରହିଛି। ମଙ୍ଗଳବାର ଛତ୍ରବଜାରରେ ପିଆଜ ୧୦୦ ଟଙ୍କା ଥିବାବେଳେ ଆଜି ୧୨୦ ଟଙ୍କାରେ ପହଞ୍ଚିଛି। ଆନ୍ଧ୍ର ଏବଂ ନାସିକରୁ ଆସିଥିବା ପିଆଜ ୧୨୦ ଟଙ୍କାରେ ପହଞ୍ଚିଛି। ଏଣେ ବେଲଗାମ ପିଆଜ ଦରକୁ ନେଇ ଅନେକ ଲୋକ ପିଆଜ ଖାଇବା ଛାଡି ଦେଇଥିବା ବେଳେ ସ୍ଥିତି ସ୍ବାଭାବିକ ହେବାକୁ ଆହୁରି ସମୟ ଲାଗିବ ବୋଲି ବ୍ୟବସାୟୀ କହିଛନ୍ତି। ପିଆଜ ଦର ଅହେତୁକ ବୃଦ୍ଧି ଯୋଗୁ ଖାଉଟି ଅସନ୍ତୋଷ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନାତୁଣୀଙ୍କୁ ଦୁର୍ବବ୍ୟହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନ୍ୟାସୀ ଗୌଡ଼(୬୫)ଙ୍କୁ ଗୁରୁବାର ସକାଳ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri