Posted inଜାତୀୟ

ଚିଦାମ୍ବରମ୍‌ଙ୍କୁ ନେବା ପାଇଁ ତିହାର ଜେଲ ପହଞ୍ଚିଲେ ପୁଅ କାର୍ତ୍ତି

ନୂଆଦିଲ୍ଲୀ,୪।୧୨: ଆଇଏନ୍‌ଏକ୍ସ ମନି ଲଣ୍ଡରିଂ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ବରିଷ୍ଠ ନେତା ପି. ଚିଦାମ୍ବରମ୍‌ଙ୍କୁ ସୁପ୍ରିମକୋର୍ଟ ବୁଧବାର ଜାମିନ ପ୍ରଦାନ କରିଛନ୍ତି। ଜାମିନ ମିଳିବା ପରେ ସନ୍ଧ୍ୟାରେ ପୁଅ କାର୍ତ୍ତି ଚିଦାମ୍ବରମ୍‌ଙ୍କୁ ନେବା ପାଇଁ ତିହାର ଜେଲରେ ପହଞ୍ଚିଛନ୍ତି। ଅନ୍ୟପଟେ ସ୍ବାଗତ କରିବା ପାଇଁ ତାଙ୍କ ସମର୍ଥକ ମଧ୍ୟ ଜେଲ ବାହାରେ ଭିଡ ଜମାଇଛନ୍ତି। ଭିଡକୁ ଦୃଷ୍ଟିରେ ରଖି ଜେଲ ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେବେ ସମସ୍ତ କାଗଜପତ୍ର ଯାଞ୍ଚ ପରେ ଚିଦାମ୍ବରମ୍‌ ଜେଲରୁ ମୁକୁଳିବେ ବୋଲି କୁହାଯାଉଛି। ୧୦୬ ଦିନ ପରେ ସେ ଘରକୁ ଫେରୁଥିବାରୁ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଗୁରୁବାର ସଂସଦ କାର୍ଯ୍ୟରେ ଚିଦାମ୍ବରମ୍‌ ସାମିଲ ହେବେ ବୋଲି କଂଗ୍ରେସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେନେଜୁଏଲା ଉପରେ ଆକ୍ରମଣ କଲା ଆମେରିକା, ଏମରଜେନ୍ସି ଘୋଷଣା

ନୂଆଦିଲ୍ଲୀ,୩।୧:  ଭେନେଜୁଏଲା ଉପରେ ଆକ୍ରମଣ କରିଛି ଆମେରିକା। ଭେନେଜୁଏଲାର ରାଜଧାନୀ କାରାକାସରେ ଅତି କମରେ ସାତୋଟି ସ୍ଥାନରେ ବିସ୍ଫୋରଣ କରିଥିବା ସୂଚନା ରହିଛି । ଏହାସହିତ...

ନୂଆବର୍ଷରେ BSNLର ଦମଦାର୍‌ ଅଫର୍‌, ଟଙ୍କାଟେ ବି ଦବାକୁ ପଡିବନି ମାଗଣା ମିଳିବ ଇଣ୍ଟରନେଟ୍‌

ନୂଆଦିଲ୍ଲୀ,୩।୧: ନୂତନ ବର୍ଷ ଆରମ୍ଭରେ ସରକାରୀ ଟେଲିକମ କମ୍ପାନୀ BSNL ତାର ଗ୍ରାହକମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ଦେଇଛି। ଜାନୁଆରୀ 1, 2026 ଠାରୁ, BSNL...

ଭୋଟର ତାଲିକାରେ ଅନିୟମିତତା, ୪ ସରକାରୀ କର୍ମଚାରୀ ନିଲମ୍ବିତ

କୋଲକାତା,୩।୧: ପଶ୍ଚିମବଙ୍ଗରେ ଭୋଟର ତାଲିକା ଅନିୟମିତତାର ଏକ ପୁରୁଣା ମାମଲାରେ ଭାରତୀୟ ନିର୍ବାଚନ କମିଶନ (ECI) ପୁଣି ଥରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭୋଟର...

ଘୁମୁସର ବନଖଣ୍ଡରେ ୭ ପର୍ଯ୍ୟନ୍ତ ବାଘ ଗଣନା: ବାଘର ପାଦ ଚିହ୍ନ…

ଭଞ୍ଜନଗର,୩।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକଙ୍କ ଅଧୀନରେ ଥିବା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ, ଘୁମୁସର ଦକ୍ଷିଣ ବନଖଣ୍ଡ, ବଉଦ,...

ନିଶାରେ ତିରୁପତି ମନ୍ଦିର ଉପରକୁ ଚଢ଼ିଗଲେ ବ୍ୟକ୍ତି, କହିଲେ ମଦ ନଦେଲେ…

ନୂଆଦିଲ୍ଲୀ,୩।୧:  ଆନ୍ଧ୍ରପ୍ରଦେଶର ତିରୁପତି ସହରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ସହରରେ ଅବସ୍ଥିତ ପ୍ରସିଦ୍ଧ ଶ୍ରୀ ଗୋବିନ୍ଦରାଜସ୍ୱାମୀ ମନ୍ଦିରର ଗୋପୁରମ ଶିଖର ଉପରେ...

ରୁପାଲି ଛକରେ ଭୟଙ୍କର ଦୁର୍ଘଟଣା: ଆମ ବସ୍‌ ନେଲା ଜୀବନ

ଭୁବନେଶ୍ୱର,୩।୧: ପୁଣି ଆମ ବସ୍‌ ନେଲା ଜୀବନ। ଭୁବନେଶ୍ୱର ରୁପାଲି ଛକ ଟ୍ରାଫିକ୍‌ ଉପରେ ଶନିବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଅଟୋ ପଛରୁ ପିଟିଲା...

ପୋତାଗଡ଼ ମହୋତ୍ସବ ପାଇଁ ବାଟ ଫିଟିଲା, ପ୍ରତିଶ୍ରୁତି ଦେଇ ଜିଲାପାଳ କହିଲେ…

ଗଞ୍ଜାମ,୩ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ନିକଟରେ ଐତିହାସିକ ପୋତାଗଡ଼ ଅବସ୍ଥିତ। ଦୀର୍ଘଦିନ ଧରି ବନ୍ଦ ହୋଇଥିବା ଐତିହାସିକ ପୋତାଗଡ଼ ମହୋତ୍ସବ ଅନୁଷ୍ଠିତ ହେବା ପାଇଁ ବାଟ...

ଆଜି ସୁନାରେ ସଜେଇ ହେବେ ଶ୍ରୀଜିଉ: ରତ୍ନସିଂହାସନରେ ଦିବ୍ୟ ଦୁର୍ଲଭ ଦର୍ଶନ

ପୁରୀ,୩।୧: ଆଜି ପୌଷ ପୂର୍ଣ୍ଣିମା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି। ୧୦୮ ଗରା ଘିଅ ମିଶ୍ରିତ ଜଳରେ ଅଭିଷେକ ହେବେ ମହାପ୍ରଭୁ। ରତ୍ନସିଂହାସନରେ ଦିବ୍ୟ ଦୁର୍ଲଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri