Posted inଫୁରସତ

ଏହି ଖମ୍ବକୁ ହାଲୁକା ଆଘାତ କଲେ ବାହାରେ ସଙ୍ଗୀତର ସାତ ଧ୍ୱନି

ହମ୍ପିର ଭଗବାନ ବିଷ୍ଣୁଙ୍କର ଅବତାର ଭିଠାଲ୍‌ଙ୍କ ବିଶାଳ ମନ୍ଦିର ଅଛି। ଏହି ମନ୍ଦିରରେ ୫୬ଟି ଖମ୍ବ ଅଛି ା ଯାହାକି ପୁରାତନ ଶିଳ୍ପକଳାର ଏକ ସୁନ୍ଦର ଉଦାହରଣ ଅଟେ। କୁହାଯାଏ ଯେ ଏହି ଖମ୍ବରେ ହାଲୁକା ଆଘାତ କଲେ ସଙ୍ଗୀତର ସାତ ଧ୍ୱନି ବାହାରେ। ଏହା ବ୍ୟତୀତ ଏହାକୁ ସାରେଗାମା ପିଲର୍ସ ମଧ୍ୟ କୁହାଯାଏ। ଭାରତ ଯେତେବେଳେ ଇଂରେଜ ମାନଙ୍କର ଅଧୀନରେ ଥିଲା ସେତେବେଳେ ସେମାନେ ଏ ରହସ୍ୟ ବିଷୟରେ ଜାଣିପାରିଥିଲୋ ଇଂରେଜମାନେ ଏହାର ରହସ୍ୟ ଜାଣିବା ପାଇଁ ଦୁଇଟି ଖମ୍ବକୁ ଭାଙ୍ଗିଦେଲେ। କିନ୍ତୁ ତା ଭିତରେ ଫମ୍ପା ଥିଲା। ଆଜି ମଧ୍ୟ ଏହି ଭଙ୍ଗାଯାଇଥିବା ଖମ୍ବକୁ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri