୧୦ଥର ଆବେଦେନ କରି ନିରାଶ: ଭତାରୁ ବଁଚିତ୍‌ ବୁରୁଧ୍‌ ଦମ୍ପତି

ଗଣ୍ଡତୁରୁମ, ୫ା୧୨ (ଡି.ଏନ.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ଗାଁର ଘନ ଦେହେରୀ(୯୦)। ସେ ଭତାର ଲାଗି ପାଖାପାଖି ୧୦ ଥର ଆବେଦନ କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌।
ସୂଚନା ହିସାବେ ମହୁଲପାଲି ଗଁାର ଘନ ଦେହେରୀକଁର ପରିବାର କହେଲେ ମାଏକିନା ସାଲିଣି, ୩ ପୁଓ ଆର ଗୁଟେ ଝି’କେ ନେଇ ସଁସାର। ଘନ ଝନେ ନିହାତି ଗରିବ ଆର ଭୂମିହୀନ ଆଏ। ସେ ୧୯୬୯ ସାଲେ ହେଇଥିବାର ବଡ଼ଭାରି ମର୍‌ଡିରେ ପେଟପାଟନାର ଲାଗି କୁଟୁମବସିଆ ଏହେଦ୍‌କାର ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଂଚଲର କୁଞ୍ଜାମହୁଲରୁ ବରଗଡ଼ ଜିଲା ମହୁଲପାଲିକେ ପଲେଇ ଆସିଥିଲେ। ମହୁଲପାଲିରେ ଘନ ପରହର ଗୁତି ଖଟି ନିଜର କୁଟୁମ ପାଲିଥିଲେ। ପିଲାଛୁଆ ବଡ଼ ହେଲା ଉତାରୁ ସମ୍‌କୁ ଦୁଖ୍‌ସୁଖ କରି ବିହାଚୁରା କରିସାରିଛନ୍‌। ଏହେଦେ ସଭେ ନିଜର ନିଜର କୁଟୁମ ଧରି ଅଲଗେ ରହୁଛନ୍‌। ଏହେଦେ ଜୀବନ୍‌ର ଶେଷ ମୁଡ଼ସାନେ ଥିବାର ଇ ବୁରୁଧ୍‌ ଦମ୍ପତି ବଡ଼ା ଦୁଖେ ଚଲୁଛନ୍‌। ଘନ ଅନ୍ତ୍ୟୋଦୟ ଅନ୍ନପୂର୍ଣ୍ଣା ଯୋଜନାରେ ୩୫ କେ.ଜି. ଚାଉଲ ପାଉଛନ୍‌। ଯେନ୍‌ଟା ଦମ୍ପତିକୁଁ ମାସେ ଚଲବାର ଲାଗି ଠିକ୍‌ ହେଉଛେ। ହେଲେ ତେଲ ନୁନ୍‌ କରବାକେ, ଦିହିପା ଖରାପ ହେଲେ ଉଷୋକଷା କରବାକେ ହାତେ ଅଦ୍‌ଲେ ନଁାଇଁନ। ବୁଢ଼ାବୁଢ଼ି ଭତାର ଲାଗି ପାଖାପାଖି ୧୦ ଥର ଆବେଦନ କରିଛେଁ। ଇଥିରଲାଗି ଥାନୀଅ ସରପଁଚ୍‌ନୁ ବିଡିଓ ଆର ବିଧାୟିକାକୁଁ ବି ଗୁହାରି କରି ନିରାଶ ହେଇଥିବାର ଘନ କହିଛନ୍‌। ସେନ୍‌ତା ସରକାର ଆମକୁ ଦୁଇ ବୁଢ଼ାବୁଢ଼ିକୁ ଭତା ଟିକେ ଦେବାର ବେବସ୍‌ତା କଲେ ଆମର ଦୁଖ୍‌ ଘୁଁଚ୍‌ତା, ଟିକେ ଭଲ୍‌ସେ ଚଲିପାରତୁଁ ବଲି ଘନକଁର ମାଏକିନା ସାଲିଣି କହିଛନ୍‌। ଜିଲା ଆର ବ୍ଲକ ପରଶାସନ ଇ ବୁରୁଧ୍‌ ଦମ୍ପତି ଉପରେ ଦୁରୁଷ୍‌ଟି ଦେଇ ଯେତେ ଜଲଦି ହେବା ଭତା ଯୁଗେଇ ଦେବାକେ ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri