କିଡ୍‌ନୀରେ ଷ୍ଟୋନ୍‌ ହୋଇଥିଲେ ଆଦୌ ଚିନ୍ତା କରନ୍ତୁ ନାହିଁ, ଏହି ଉପାୟରେ ହେବ ଭଲ…

ଆମେରିକାସ୍ଥିତ ମାସାଚ୍ୟୁଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଏମ୍‌ଆଇଟି) ଗବେଷକମାନେ କିଡ୍‌ନୀ ଷ୍ଟୋନ୍‌ ପାଇଁ ଏକ ଔଷଧ ବାହାର କରିଛନ୍ତି। ଯାହା ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍‌ ଭଳି ରୋଗ ପାଇଁ ବ୍ୟବହୃତ ଔଷଧରୁ ପ୍ରସ୍ତୁତ କରାଯାଇଛି। ୧୮ ପ୍ରକାର ଏହି ଔଷଧକୁ ଭିନ୍ନ ଭିନ୍ନ ଅନୁପାତରେ ମିଶ୍ରଣ କରାଯାଇଛି। ଯାହା ଷ୍ଟୋନ୍‌ ବା ପଥରର ଆକାରକୁ ଛୋଟ କରି ଶ୍ରୀଘ୍ର ବାହାର କରିପାରିବ। ଏହି ଔଷଧ କ୍ୟାଥେଟର ଦ୍ୱାରା ସିଧା ମୂତ୍ରନଳୀରେ ପହଞ୍ଚି ପାରିବ। ଗବେଷକମାନେ କୁହନ୍ତି, ଯଦି ମୂତ୍ରନଳୀକୁ ନରମ କରାଯିବ ତେବେ ଷ୍ଟୋନ୍‌ ସହଜରେ ବାହାରି ଯିବ।
ଏହି ରିସର୍ଚ୍ଚ ଟିମ୍‌ରେ ସାମିଲ୍‌ କିଡ୍‌ନୀ ଷ୍ଟୋନ୍‌ ପ୍ରୋଗ୍ରାମର ଉପନିର୍ଦ୍ଦେଶକ ମାଇକେଲ୍‌ ସୀମା ଏବଂ ବ୍ରାୟନ୍‌ ଇସ୍‌ନର କୁହନ୍ତି, ଗବେଷକମାନେ ପ୍ରଥମଥର ଉଚ୍ଚ ରକ୍ତଚାପ , ଡାଇବେଟିସ୍‌ ଏବଂ କିଡ୍‌ନୀ ଷ୍ଟୋନ୍‌ ରୋଗ ଭଲ ହେବା ପାଇଁ ୧୮ ପ୍ରକାର ଔଷଧ ବ୍ୟବହାରକୁ ଚୟନ କରିଛନ୍ତି। ଏଥିରେ ପାର୍ଶ୍ୱ ପ୍ରତିକ୍ରିୟା ଆଦୌ ନାହିଁ। ଏହି ଔଷଧ ମାଂସପେଶୀର କୋଶିକାକୁ ଆରାମ ଦେଇଥାଏ ବୋଲି ପରୀକ୍ଷାରୁ ଜଣାପଡ଼ିଛି। ଏନେଇ ଆହୁରି ଅଧିକ ଗବେଷଣା ଜାରି ରହିଛି। ଏହା କେତେ ସମୟ (ମିନିଟ୍‌, ଘଣ୍ଟା କିମ୍ବା ଦିନ) ଭିତରେ ଷ୍ଟୋନ୍‌ ଭଲ କରିବ ତାହା ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri