ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହେଲେ, ସମୀର ନାୟକରୁ ଏବେ ସମୀରା ମାଡାମ

ଖଲ୍ଲିକୋଟ,୩।୨ (ପ୍ରଶାନ୍ତ କୁମାର ମିଶ୍ର): ପୁଅ ଥିଲେ ଝିଅ ହୋଇଗଲେ। ସମୀର ନାୟକରୁ ବନିଗଲେ ସମୀରା ମାଡାମ । ଓଡିଶାର ପ୍ରଥମ ଟ୍ରାନ୍ସ ଓମେନ ଆର୍ଟିଷ୍ଟ ହେଲେ ସମୀରା ନାୟକ । ସମୀର ପୁଅ…

ତେଲ ଟ୍ୟାଙ୍କର ନେଲା ମହିଳାଙ୍କ ଜୀବନ: ରାସ୍ତାରୋକ, ସ୍କର୍ପିଓ ଭଙ୍ଗାରୁଜା

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ବରଡୋଲ ନିକଟରେ ସୋମବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ତେଲ ବୋଝେଇ ଟ୍ୟାଙ୍କର ବିପରୀତ ଦିଗରୁ ଆସୁଥିବା ବାଇକକୁ ଧକ୍କା ଦେବା ଯୋଗୁଁ ଜଣେ…

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର ଠାରୁ ଚୋରି ବାଇକ କିଣିଥିବା ଦୁଇଜଣଙ୍କୁ…

ଗଣିତ ନୋଟ୍‌ ବୁକ୍‌ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍‌ ବୁକ୍‌ ଭୁଲିଯିବା ଓ ବିନା ନୋଟ୍‌ ବୁକ୍‌ରେ ବିଦ୍ୟାଳୟରେ ପହଞ୍ଚିଥିବା ଛାତ୍ରଙ୍କୁ ବିଦ୍ୟାଳୟର ଜଣେ…

୧୫ ଫୁଟ୍‌ ପୋଲ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର, ହେଲ୍‌ପର

ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍‌ ପୋଲ ତଳକୁ ଖସିପଡ଼ିଛି। ଭବାନୀପାଟଣା ଠାରୁ ରାୟଗଡ଼ାକୁ ସଂଯୋଗ କରୁଥିବା…

କେନ୍ଦ୍ର ବଜେଟ୍‌ରେ ଇକୋ ଟୁରିଜିମ୍‌କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର ହେବ । ପ୍ରଥମଥର ପାଇଁ କେନ୍ଦ୍ର…

୨ ଦିନରେ ୧୭୭ ଆତଙ୍କବାଦୀ ନିହତ

ଇସ୍‌ଲାମାବାଦ,୩ା୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ବେଲୋଚ ଆତଙ୍କବାଦୀ ଏବଂ ପାକିସ୍ତାନ ସେନା ମଧ୍ୟରେ ଲାଗି ରହିଥିବା ସଂଘର୍ଷ ଏବେ ମଧ୍ୟ କିଛି ଇଲାକାରେ ଜାରି ରହିଛି। ଇତିମଧ୍ୟରେ ପାକ୍‌ ସେନା ଗୁଳିରେ ଆଉ ୨୨ ବେଲୋଚ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା…

୨୮ ଏନ୍‌ଏସି, ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ: ୧୮ ଜିଲାପାଳଙ୍କୁ ପୌର ପ୍ରଶାସନର ନିର୍ଦ୍ଦେଶ

ଭୁବନେଶ୍ୱର,୩ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଘୋଷଣା ହୋଇଥିବା ନୂଆ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି)ର ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮…

“ଅପାର ସୁଯୋଗର ଦ୍ୱାର ଖୋଲିବ”: ଟାରିଫ୍ ହ୍ରାସ ପରେ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨।୨: ଭାରତୀୟ ସାମଗ୍ରୀ ଉପରେ ଆମେରିକା ଶୁଳ୍କ କୋହଳ କରିଛି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ସାମଗ୍ରୀ ଉପରେ ଟ୍ୟାରିଫ୍ ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ…

ଭାରତ ପାଇଁ ଖୁସି ଖବର: ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପରେ ଟ୍ରମ୍ପ କଲେ ବଡ ଘୋଷଣା

ନୂଆଦିଲ୍ଲୀ,୨।୨: ଭାରତ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ସାମଗ୍ରୀ ଉପରେ ଲାଗୁ ହୋଇଥିବା ଟ୍ୟାରିଫ୍ ବା ଆମଦାନୀ ଶୁଳ୍କକୁ ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କରିବା ପାଇଁ…

ସିଗାରେଟ୍ ଦରରେ ବଡ଼ ବୃଦ୍ଧି: ପ୍ୟାକେଟ୍ ପିଛା ଏତିକି ଟଙ୍କା ଯାଏ ବଢ଼ିଲା ଦାମ୍

ନୂଆଦିଲ୍ଲୀ,୨।୨: ଫେବୃୟାରୀ ୧, ଆରମ୍ଭରୁ ଦେଶରେ ସିଗାରେଟ୍ ଏବଂ ତମାଖୁ ଜାତ ଦ୍ରବ୍ୟର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟିଛି। କେନ୍ଦ୍ର ସରକାର ତମାଖୁ ଉପରେ ଅତିରିକ୍ତ ଅବକାରୀ ଶୁଳ୍କ ଏବଂ ସ୍ୱାସ୍ଥ୍ୟ ସେସ୍ ଲାଗୁ କରିବା ପରେ ଏହି ମୂଲ୍ୟ…

୬ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ

ଭୁବନେଶ୍ୱର,୨।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ…

ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ

ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଜିଲାପାଳ ପରୋକ୍ଷରେ ପୂର୍ବ ବିଜେଡି…

ପୂର୍ବତନ ସେନାମୁଖ୍ୟଙ୍କ ଅପ୍ରକାଶିତ ବହିକୁ ନେଇ ଲୋକସଭାରେ ଝଡ଼

ନୂଆଦିଲ୍ଲୀ,୨।୨: ପୂର୍ବତନ ସେନା ମୁଖ୍ୟ ଜେନେରାଲ୍ ଏମ.ଏମ. ନରଭାଣେଙ୍କ ଆତ୍ମଜୀବନୀ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’କୁ ନେଇ ସଂସଦରେ ହଙ୍ଗାମା ଦେଖିବାକୁ ମିଳିଛି। ସୋମବାର ଲୋକସଭାରେ ଶାସକ ଓ ବିରୋଧୀଙ୍କ ମଧ୍ୟରେ ଏହି ପ୍ରସଙ୍ଗରେ ପ୍ରବଳ ହଙ୍ଗାମା ହୋଇଛି। ବିରୋଧୀ ଦଳ…

ଭାରତରେ ବଢୁଛି ପ୍ରିମିୟମ୍ ସ୍ମାର୍ଟଫୋନ୍ ଚାହିଦା: ୨୦୨୫ରେ ଆପଲ୍‌ର ଐତିହାସିକ ରେକର୍ଡ

ନୂଆଦିଲ୍ଲୀ,୨।୨: ଭାରତୀୟ ସ୍ମାର୍ଟଫୋନ୍ ବଜାର ପାଇଁ ୨୦୨୫ ବର୍ଷଟି ବେଶ୍ ଗୁରୁତ୍ୱପୂର୍ଣ୍ଣ ରହିଛି। କାଉଣ୍ଟରପଏଣ୍ଟ ରିସର୍ଚ୍ଚର ରିପୋର୍ଟ ଅନୁଯାୟୀ, ଗତବର୍ଷ ଭାରତୀୟ ବଜାରରେ ଶସ୍ତା ଫୋନ୍ ଅପେକ୍ଷା ଦାମୀ ସ୍ମାର୍ଟଫୋନର ଚାହିଦା ବହୁଗୁଣା ବୃଦ୍ଧି ପାଇଛି। ସାମଗ୍ରିକ ଭାବେ ବଜାରର ବିକ୍ରି…

ବାଂଲାଦେଶକୁ ଜୋରଦାର ଝଟ୍‌କା ଦେଲା ଭାରତ: ଶେଷରେ ପଶ୍ଚାତାପ କରିବା ଛଡା…

ନୂଆଦିଲ୍ଲୀ,୨।୨: ଏଥର କେନ୍ଦ୍ର ବଜେଟ ୨୦୨୬-୨୭ରେ ଭାରତର ବୈଦେଶିକ ସହାୟତା ନୀତି ବିଷୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେଉଛି। ବାଂଲାଦେଶକୁ ଆବଣ୍ଟିତ ସହାୟତାରେ ଉଲ୍ଲେଖନୀୟ ହ୍ରାସ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ବଜେଟ ବାଂଲାଦେଶକୁ କେବଳ ୬୦ କୋଟି ଯୋଗାଇବାକୁ ନିଷ୍ପତ୍ତି ନେଇଛି,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri