ଦୁର୍ଘଟଣାରେ ଯୁବକ ମୃତ

କୁକୁଡାଖଣ୍ଡି,୭ା୧୨(ଡି.ଏନ.ଏ.): କୁକୁଡ଼ାଖଣ୍ଡି ବ୍ଲକ ବ୍ରହ୍ମପୁର-ଦିଗପହଣ୍ଡି ମୁଖ୍ୟରାସ୍ତା କାଳୁଆ ମନ୍ଦିର ନିକଟରେ ଶୁକ୍ରବାର ଅପରାହ୍ନ ସାଢେ ୪ଟାରେ ଏକ ସଡ଼କ ଦୁଘଟଣାରେ ବ୍ରହ୍ମପୁର ପାଣିଗ୍ରାହୀପେଣ୍ଠ ସାହିର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ବ୍ରହ୍ମପୁରର ଜଣେ ଆଇନଜୀବୀଙ୍କ ପୁଅ ରୋହିତ ମହାପାତ୍ର। ନିଜର କେତେଜଣ ସାଙ୍ଗଙ୍କ ସହ ୩ଟି ଗାଡିରେ ରୋହିତ ମହୁରୀକାଳୁଆ ପୀଠକୁ ବଣ ଭୋଜି କରିବାକୁ ଆସିଥିଲେ। ଅପରାହ୍ନରେ ନିଜ ବାଇକ (ନଂ.ଓଡି୦୭ଏକ୍ସ-୩୬୬୬) ଯୋଗେ ଫେରିବା ସମୟରେ ମନ୍ଦିର ନିକଟ ବୁଲାଣିରେ ଭାରସାମ୍ୟ ହରାଇ ରୋହିତ ପଡିଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ବାଇକ ପଛରେ ବସିଥିବା ରୋହିତଙ୍କ ସାଙ୍ଗ ମଧ୍ୟ ଆହାତ ହୋଇଛନ୍ତି। ଅଧଘଣ୍ଟାଯାଏ ଆମ୍ବୁଲାନ୍ସ ନ ପହଞ୍ଚତ୍ବାରୁ ଉତ୍ତେଜନା ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri