ଦୁର୍ଘଟଣାରେ ଗୁରୁତର ଯୁବତୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଗେଟବଜ଼ାର ଛକରେ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ବିଷ୍ଣୁ ପ୍ରଧାନ(୩୭)ଗୁରତର ହୋଇଥିଲେ। ତେବେ ଏମ୍‌କେସିଜି ମେଡିକଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଟ୍ରାଫିକ୍‌ ପୋଲିସ ମୃତଦେହ ଜବତ କରି ୩୪/୧୯ରେ ଏକ ମାମଲା ରୁଜୁ କରିଛି। ଅନ୍ୟପଟେ ଚିକିତ୍ସା ଅବହେଳାରୁ ବିଷ୍ଣୁଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। ସେହିପରି ୨୦୨୬ର ଦ୍ବିତୀୟ...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍‌ କଲା ଇଭିଏମ୍‌, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି...

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ...

ରାଜ୍ୟସ୍ତରୀୟ ଧନୁଯାତ୍ରା କୁଇଜ୍‌ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ…

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଐତିହ୍ୟ ଓ ପରମ୍ପରାକୁ ବର୍ତ୍ତମାନର ଛାତ୍ରୀଛାତ୍ରମାନଙ୍କୁ ଅବଗତ କରାଇବା ପାଇଁ ସ୍ଥାନୀୟ ଲେଙ୍ଗୁମିଶ୍ର ଷ୍ଟାଡିୟମରେ ଆୟୋଜିତ ହସ୍ତତନ୍ତ ମେଳା...

‘ବିହାରରେ ୨୫ ହଜାରରେ ମିଳିଯିବେ ଝିଅ’, ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ମନ୍ତ୍ରୀ ରେଖା ଆର୍ଯ୍ୟାଙ୍କ ସ୍ବାମୀ

ଡେରାଡୁନ,୨।୧: ଉତ୍ତରାଖଣ୍ଡର ମହିଳା ସଶକ୍ତିକରଣ ମନ୍ତ୍ରୀ ରେଖା ଆର୍ଯ୍ୟଙ୍କ ସ୍ବାମୀ ଗିରଧାରୀ ଲାଲ ସାହୁଙ୍କ ଏକ ବୟାନ ବର୍ତ୍ତମାନ ଉତ୍ତରାଖଣ୍ଡରେ ରାଜନୈତିକ ଝଡ଼ ସୃଷ୍ଟି କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri