ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ ଥିବା ସୁଯୋଗ ନେଇ ଦୁର୍ବୃତ୍ତମାନେ କବାଟ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି ତାଙ୍କ ଆଗାମୀ ପ୍ରୋଜେକ୍ଟ ପାଇଁ ସୁଟିଂ…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ ଅନେକ ଶ୍ରମିକ ଖଣି ଭିତରେ ଫସି…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦ ମିଟର ଓ ୧୦,୦୦୦ ମିଟର ଇଭେଣ୍ଟରେ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି। ପ୍ରକୃତରେ, ଇରାନ ଆଇନ ଅନୁଯାୟୀ, ମହିଳାମାନଙ୍କୁ…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର ଓ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ)…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ କରାଯାଇଛି। ବରିଷ୍ଠ ଅଧିକାରୀ ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗକୁ ବଦଳି କରାଯାଇଛି। ଏଥିସହ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ ଆଣିଦେବ। ଏହି ସଫଳତା ପରେ ଭାରତ ଏବଂ ଗଲ୍ଫ କୋଅପରେସନ୍ କାଉନସିଲ୍ (GCC)…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ ଦେଶର ଶକ୍ତିକୁ ଏହାର ଅର୍ଥନୀତି, ସାମରିକ କିମ୍ବା ରାଜନୈତିକ ପ୍ରଭାବ ଦ୍ୱାରା ନୁହେଁ,…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା। କେନ୍ଦ୍ର ସରକାର ରାଶନକୁ ନଗଦ ସହିତ ବଦଳାଇବାକୁ ଯୋଜନା କରୁଛନ୍ତି। କିଛି ଅଞ୍ଚଳରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ଏକ ନୂଆ ପରିଚୟ ଦେବ। ଟାରିଫ୍‌ ହ୍ରାସ ଯୋଗୁ ଆମେରିକା…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ ଏହାକୁ ତୁରନ୍ତ ମୁଲତବୀ କରାଯାଇଥିଲା। ରାଜ୍ୟ ସଭାରେ ଏକ ବଡ଼ ହଟ୍ଟଗୋଳ ଦେଖିବାକୁ…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ ସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଘର ଛତିଶଗଡ଼ ରାଜ୍ୟର ଲିଙ୍ଗପୁରମ ଗ୍ରାମର…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି ବଗି ଛାଡି ତିନୋଟି ବଗି ଲାଇନଚ୍ୟୁତ ହୋଇଛି । ଯଦି କହିବା ଏକ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ ମଧ୍ୟ ଶତକ ହାସଲ କରିଥିଲେ। ଏହି ଇନିଂସଗୁଡ଼ିକ ଆଫଗାନିସ୍ତାନ ଦ୍ୱାରା ଧାର୍ଯ୍ୟ ୩୧୧…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri